Posted inଜାତୀୟ

କୋଇଲା ଅଭାବ ଯୋଗୁ ଦିଲ୍ଲୀ ମେଟ୍ରୋ ଟ୍ରେନ୍‌, ହସ୍ପିଟାଲରେ ବିଜୁଳି ଯୋଗାଣରେ ଉପୁଜିପାରେ ବାଧା

ନୂଆଦିଲ୍ଲୀ,୨୯ ।୪: କୋଇଲା ଅଭାବକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ରାଜଧାନୀର ମେଟ୍ରୋ ଟ୍ରେନ୍ ଓ ହସ୍ପିଟାଲ ସମେତ କିଛି ଗୁରୁତ୍ୱପର୍ଣ୍ଣ ପ୍ରତିଷ୍ଠାନ ଗୁଡିକରରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣରେ ବାଧା ସୃଷ୍ଟି ହେବାର ଏକ ବଡ ଚେତାବନୀ ଦେଇଛନ୍ତି । ଦିଲ୍ଲୀର ଶକ୍ତି ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗୁରୁବାର ଏକ ଜରୁରୀ ବୈଠକ କରି ସ୍ଥିତିର ଆକଳନ କରିବା ସହ ଜାତୀୟ ରାଜଧାନୀକୁ ବିଦ୍ୟୁତ ଯୋଗାଣ କରୁଥିବା ବିଦ୍ୟୁତ ଉତ୍ପାଦନ ପାଇଁ ପର୍ଯ୍ୟାପ୍ତ ପରିମାଣର କୋଇଲା ଯୋଗାଇ ଦେବାକୁ ନିଶ୍ଚିତ କରିବାକୁ କେନ୍ଦ୍ରକୁ ଅନୁରୋଧ କରିଛନ୍ତି ।
ଏକ ସରକାରୀ ବୟାନରେ କୁହାଯାଇଛି କି ଦାଦରି ଦ୍ୱିତୀୟ ଓ ଉଚ୍ଚାହାର ବଜୁଳି ଷ୍ଟେଶନରୁ ବିଜୁଳି ଯୋଗାଣ ବାଧାପ୍ରାପ୍ତ କାରଣରୁ ଦିଲ୍ଲୀ ମେଟ୍ରୋ ଓ ଦିଲ୍ଲୀର ସରକାରୀ ହସ୍ପିଟାଲ ସହିତ କିଛି ଆବଶ୍ୟକ ସଂସ୍ଥାକୁ ୨୪ ଘଣ୍ଟା ବିଜୁଳି ଯୋଗାଣରେ ବାଧା ସୃଷ୍ଟି ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri