ଏହି ସବୁ ଅଞ୍ଚଳରେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ବନ୍ଦ ରହିବ ବିଦ୍ୟୁତ୍‌ ଯୋଗାଣ

ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ୍‌) ପକ୍ଷରୁ ୧୩୨/୩୩ କେ.ଭି. ବରପାଲି ଗ୍ରୀଡ୍‌ ସବ୍‌ଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ବରଗଡ଼ ଜିଲା ଅନ୍ତର୍ଗତ ଆଗଲପୁର, ବଡ଼ଗାଁ, ବଡକରେଲ, ବନବସପାଲି, ବନ୍ଧପାଲି, ଚେରୁପାଲି, ଡୁମେରପାଲି, ଡୁଙ୍ଗୁରିପାଲି, ଜୁଲୁଣ୍ଡା, କପାସିରା, କଟାପାଲି, ଲେଣ୍ଡା, ଫୁଲାପାଲି, ରାମପୁର, ସାଲିପାଲି, ସରନ୍ଦାପାଲି, ସରଗୁଲ, ସୁଜିଆ, ତାମୁରା ଆଦି ଅଞ୍ଚଳ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୧୮ତାରିଖ ମଙ୍ଗଳବାର ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ ଯୋଗାଣ ବନ୍ଦ ରହିବ। ଏହି ରକ୍ଷଣାବେକ୍ଷଣ କାର୍ଯ୍ୟ ସ୍ଥିର, ନିରବଚ୍ଛିନ୍ନ ତଥା ଗୁଣାତ୍ମକ ବିଦ୍ୟୁତ୍‌ ସେବା ପାଇଁ ଅତ୍ୟନ୍ତ ଜରୁରୀ । ସାମୟିକ ସମୟ ପାଇଁ ବିଦ୍ୟୁତ୍‌ ସେବା ବ୍ୟାହତ ହେବା ଲାଗି ଟିପିଡବ୍ଲୁଓଡିଏଲ୍‌ କର୍ତ୍ତୃପକ୍ଷ ଦୁଃଖପ୍ରକାଶ କରିବା ସହ ଉକ୍ତ ଅଞ୍ଚଳର ସମସ୍ତ ବିଦ୍ୟୁତ୍‌ ଉପଭୋକ୍ତା ତଥା ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri