ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ ଭୂକମ୍ପ ଫଳରେ ସବୁ କିଛ ଧ୍ୱଂସ ହୋଇଯାଇଛି। ଭୂକମ୍ପ ଯୋଗୁ ୧୦ ହଜାର ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ସାମ୍ନାକୁ ଆସୁଥିବା ସମସ୍ତ ଚିତ୍ର ଏବଂ ଭିଡିଓରୁ ସ୍ପଷ୍ଟ ଜଣାପଡ଼ୁଛି ଯେ, ଭୂକମ୍ପ ଝଟକାରେ କୋଠାବାଡ଼ିଠାରୁ ଆରମ୍ଭ କରି ବିମାନବନ୍ଦର (ଏୟାରପୋର୍ଟ) ପର୍ଯ୍ୟନ୍ତ ସବୁକିଛି ଭୁଶୁଡ଼ି ପଡ଼ିଛି। ସମଗ୍ର ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରାଯାଇଛି।

ରିପୋର୍ଟ ଅନୁଯାୟୀ, ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି ଡେଲସି ରୋଡ୍ରିଗେଜ ଏକ ଶକ୍ତିଶାଳୀ ଭୂମିକମ୍ପ ପରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି । ଏଥିସହ ଭୂମିକମ୍ପରେ ଆହତ ହୋଇଥିବା ଲୋକଙ୍କ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲ ଏବଂ ଜରୁରୀକାଳୀନ କୋଠରୀରେ ଉପସ୍ଥିତ ରହିବାକୁ ଡାକ୍ତର ଏବଂ ନର୍ସମାନଙ୍କୁ ନିବେଦନ କରିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି,…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ତେନ୍ଦୁଲକର, ରୋହିତଙ୍କୁ ପଛରେ ପକାଇଲେ ବିରାଟ! ଟପ୍‌-୫ ବ୍ୟାଟରଙ୍କ ତାଲିକା ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୪।୯: ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ୨୭ ସେପ୍ଟେମ୍ବରରୁ ଆରମ୍ଭ ହେବ ୩ ମ୍ୟାଚର ରୋମାଞ୍ଚକର ଦିନିକିଆ ସିରିଜ। କ୍ୟାରିବିୟାନ ଦଳ ବିପକ୍ଷରେ ଭାରତ ମଇଦାନକୁ ଓହ୍ଲାଇଲେ ପ୍ରଶଂସକଙ୍କ ନଜର…

ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…

ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ…

କ୍ରିକେଟରେ ଖେଳିଗଲା ଚାଞ୍ଚଲ୍ୟ! ୨ ବଳାତ୍କାର ଅଭିଯୋଗରେ ଖେଳାଳି ନିଲମ୍ବିତ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଘରୋଇ କ୍ରିକେଟରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏସେକ୍ସ କାଉଣ୍ଟି କ୍ରିକେଟ କ୍ଲବର ୨୪ ବର୍ଷୀୟ ବ୍ୟାଟର ରବିନ ଦାସଙ୍କ ବିରୋଧରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?