Advertisement

ଜାତୀୟ ସମବାୟ ସଂଘକୁ ମନୋନିତ ହେଲେ ପିପିସିଏସ୍‌ ସଭାପତି ସୁଭ୍ରଜିତ

ପୁରୁଷୋତ୍ତମପୁର,୫।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଗ୍ରୋ ମାର୍କେଟଂ ଆଣ୍ଡ ପଲୋଟ୍ର୍ରି ସୋସାଇଟିର ନବର୍ନିବାଚିତ ଯୁବସଭାପତି ଶୁଭ୍ରଜିତ ପାଢୀ ସର୍ବଭାରତୀୟ ସମବାୟ ସଂଘର ଯୁବ କମିଟିକୁ ମନୋନିତ ହୋଇଛନ୍ତି। ଭାରତର ବିଭିନ୍ନ ସ୍ଥାନରୁ ସମୁଦାୟ ୧୫ଜଣ ସଦସ୍ୟ ମନୋନୀତ ହୋଇଥିବା ବେଳେ ଓଡ଼ିଶାରୁ ଜଣେମାତ୍ର ସଭ୍ୟ ଭାବେ ସୁଭ୍ରଜିତ ମନୋନୀତ ହୋଇଛନ୍ତି। ସେ ଇଫକୋର ନିର୍ଦ୍ଦେଶକ ସୀମାଞ୍ଚଳ ପାଢୀଙ୍କ କନିଷ୍ଠ ପୁତ୍ର ଅଟନ୍ତି। ସୁଭ୍ରଜିତଙ୍କ ମନୋନୀତ ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସ୍କ, ସାମାଜିକ ଦୂରତ୍ୱ ନିୟମକୁ କଡାକଡି କଲେ ତହସିଲଦାର

ଗଞ୍ଜାମ, ୧୯।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି l ଏଥିପାଇଁ ସରକାର ଲକ୍‌ଡାଉନ ଅବଧିକୁ ମେ ୩୧ ଯାଏଁ ବୃଦ୍ଧି...

ଗୋରଖନାଥ ପୀଠରେ ୫୦ ହଜାର ଶ୍ରଦ୍ଧାଳୁଙ୍କ ସମାଗମ

ରଘୁନାଥପୁର,୧୬।୬(ଡି.ଏନ.ଏ.): ରଜ ସଂକ୍ରାନ୍ତିରେ ଉପକୂଳ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗୁଳୁଗୁଳିରୁ ଲୋକଙ୍କୁ ସାମାନ୍ୟ ନିସ୍ତାର ମିଳିଛି। ତେଣୁ ଶୁକ୍ରବାର ରଘୁନାଥପୁର ବ୍ଲକ କେରେକେରାସ୍ଥିତ...

ରୁପା ଛାଉଣି ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ, , ୨୪।୯:ଶ୍ରୀମନ୍ଦିରର ୩ଟି ପ୍ରମୁଖ କବାଟ ରୁପା ଛାଉଣି ହେବ। କଳାହାଟ ଦ୍ୱାର, ବେହେରଣ ଦ୍ୱାର ଏବଂ ଜୟବିଜୟ ଦ୍ୱାରରେ ଲାଗିଥିବା କବାଟଗୁଡ଼ିକୁ...

୭ କ୍ରଶର ଉପରେ ଚଢ଼ାଉ

ସଜନାଗଡ଼, ୧୯।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ପ୍ରଶାସନ ପକ୍ଷରୁ ଶୁକ୍ରବାର ମିତ୍ରପୁର ଅଞ୍ଚଳରେ ଥିବା ୭ଟି ପଥର କ୍ରଶର ଉପରେ ଚଢ଼ାଉ କରାଯାଇଛି। ନୀଳଗିରି ଉପ-ଜିଲାପାଳ ହରିଶ୍‌...

ରାଜ୍ୟସ୍ତରୀୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା:ସମ୍ବଲପୁରର ସୌରଭ କୁମାର ସାହୁ ଚାମ୍ପିୟନ

ଜୟପୁର, ୩।୩ (ନି.ପ୍ର) ଜୟପୁର ଲେକ ପ୍ଲେସିଡ ସଭାଗୃହଠାରେ କୋରାପୁଟ ସୁନ୍ଦର ସ୍ବାସ୍ଥ୍ୟ ଓ ସୁନ୍ଦର ଶରୀର ସଂଘ ତରଫରୁ ରାଜ୍ୟସ୍ତରୀୟ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତା ଅନୁଷ୍ଠିତ...

ବାଜ୍ୟାପ୍ତ ହେଲା ଗଞ୍ଜେଇ ବ୍ୟବସାୟୀଙ୍କ ୯୬ଲକ୍ଷ ଟଙ୍କାର ସମ୍ପତ୍ତି

ଜୟପୁର ୧୦ା୩: ଗଞ୍ଜେଇ ଚାଲାଣ ଅଭିଯୋଗରେ ଗିରଫ ହୋଇଥିବା ୨ ଅଭିଯୁକ୍ତଙ୍କ ୯୬ଲକ୍ଷ ୫୦ ହଜାର ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କରାଯାଇଛି। ଏପରି ଘଟଣା ଜିଲାରେ...

ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ମାମଲାରେ ହାଇକୋର୍ଟ ନିର୍ଦ୍ଦେଶ: ଭିଡିଓ କନଫରେନ୍ସରେ ହାଜର ହେବେ ଯୁବତୀ

କଟକ ଅଫିସ,୧୧।୮: ନିଜ ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ପାଇଁ ଜଣେ ଯୁବତୀ ହାଇକୋର୍ଟରେ ରୁଜୁ କରିଥିବା ହେବିୟସ୍‌ କର୍ପସ ମାମଲାର ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ...

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର: ଛତିଶଗଡ଼ରୁ ଧରାପଡିଲେ, ଜେଲ ଗଲେ ପ୍ରେମିକ

କୋକସରା,୧୨।୬ (ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ କୋକସରା ପୋଲିସ ବେହେରା ପଞ୍ଚାୟତ ନୁନପାଣି ଗାଁର...

Advertisement
Archives

Model This Week