ଗାଁ ମଶାଣିରେ ପଡିରହିଛି ପିପିଇ କିଟ୍‌ : କରୋନା ସଂକ୍ରମଣ ଭୟରେ ଅଞ୍ଚଳବାସୀ

ପାଟଣା,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ ଡୁମୁରିଗୁଡା ଗ୍ରାମର ନେଉଳିଜୁଳି ନାଳ ନିକଟ ଗାଁ ଶ୍ମଶାନରେ ମଙ୍ଗଳବାର ପିପିଇ କିଟ୍‌, ଫେସ ସିଲଡ଼, ବ୍ୟବହୃତ ହୋଇଥିବା କିଛି ମାସ୍କ ଓ ହେଡକ୍ୟାପ ପଡିଥିବା ଦେଖିବାକୁ ମିଳିଛି। ମଶାଣିରେ ଏସବୁ କୋଭିଡ୍‌ ସାମଗ୍ରୀ ଫିଙ୍ଗା ଯାଇଥିବା ଦେଖି ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଏଥି ମଧ୍ୟରୁ କେତକ ସାମଗ୍ରୀ ବ୍ୟବହାର ହୋଇ ନଥିବା ଜଣା ପଡୁଥିବା ବେଳେ କେତେକ ସାମଗ୍ରୀ ବ୍ୟବହାର ପରେ ଏଠାରେ ଫିଙ୍ଗା ଯାଇଥିବା ଦେଖିବାକୁ ମିଳିଛି। ଏସବୁ ସାମଗ୍ରୀ ପଡିଥିବା ଦେଖି ଲୋକେ ଭୟଭୀତ ହୋଇ ପଡିଛନ୍ତି। ତେବେ ଏସବୁ କିଏ ଓ କାହିଁକି ଏଭଳି ପକାଇଛନ୍ତି ତାହା ଜଣା ପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ ଦୁର୍ଘଟଣାରେ ଗୁରୁତର ବୃଦ୍ଧଙ୍କ ମୃତ୍ୟୁ

ବୁଗୁଡ଼ା,୧୧ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ପାଙ୍ଗିଡ଼ି ନିକଟରେ ବାଇକ୍‌ ଦୁର୍ଘଟଣାରେ ଗୁରୁତର ହୋଇଥିବା ବୃଦ୍ଧଙ୍କ ଶନିବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ପାଙ୍ଗିଡ଼ି ଗ୍ରାମର ରାମଚନ୍ଦ୍ର...

ନିଆରା ପଥର କାରିଗର ବୀରବର ବେହେରା: କାରିଗରି ପାଇଁ ଛାଡ଼ିଥିଲେ ଚାକିରି

ଛେଣ୍ଡିପଦା,୧୯ା୭ – ତାଙ୍କ ହାତ ଛୁଆଁରେ ପଥର ମୂର୍ତ୍ତି ହୋଇଉଠେ ଜୀବନ୍ତ। ଯେ କୌଣସି ଚେହେରାର ପୂରା ଅବିକଳ ନକଲ ସେ ଗଢ଼ି ଦେଇପାରନ୍ତି ପଥରରେ।...

ମହିଳାଙ୍କୁ ପ୍ରତାରଣା: ଜେଲ ଗଲେ ଏସ୍‌ଆଇ

ଖୋର୍ଦ୍ଧା ଅଫିସ,୨୭ା୧: ଖାକିରେ ଲାଗିଲା କଳଙ୍କ। ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳରେ ରହୁଥିବା ଜଣେ ମହିଳାଙ୍କୁ ପ୍ରେମ କରି ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଜଣେ...

ବୁଲବୁଲ ପ୍ରଭାବ: ଗଛ ଉପୁଡ଼ି ଭଦ୍ରକ-ଆରଡ଼ି ଯୋଗାଯୋଗ ବିଚ୍ଛିନ୍ନ

ଆରଡ଼ି,୯।୧୧( ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଅଞ୍ଚଳରେ ବାତ୍ୟା ବୁଲ୍‌ବୁଲ୍‌ର ତାଣ୍ଡବ ଜାରିରହିଛି। ଶୁକ୍ରବାର ରାତିରୁ ପ୍ରବଳ ବେଗରେ ପବନ ବହିବା ସହ ବର୍ଷା ଲାଗିରହିଛି।...

ଛାତ୍ରଙ୍କୁ ମାଡ଼ମାରି ରାସ୍ତାରେ ଆଣ୍ଠେଇ ଆଣ୍ଠେଇ ଚଲାଇବା ଘଟଣା : ୨ ଅଭିଯୁକ୍ତ ଗିରଫ

ଖଲିକୋଟ,୨୧।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟସ୍ଥିତ ରାମଚନ୍ଦ୍ର ବିଜ୍ଞାନ ମହାବିଦ୍ୟାଳୟ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ର ପ୍ରମୋଦ କୁମାର ଶବରଙ୍କୁ ବୁଧବାର ଅପରାହ୍ନରେ ଖଲିକୋଟ ବଜାର...

ଦିଗପହଣ୍ଡିରେ ରାସ୍ତା ଅବରୋଧ ଶାନ୍ତିପୂର୍ଣ୍ଣ

ଦିଗପହଣ୍ଡି,୧୫।୨(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ସାମଗ୍ରିକ ବିଫଳତା ସାଙ୍ଗକୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ୍‌ ନିୟନ୍ତ୍ରଣରେ କେନ୍ଦ୍ର ସରକାରଙ୍କ ଅହେତୁକ ନିରବତା ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟିର...

ପିତବାସପୁରରେ ବହପୁଛେ କିଡ଼୍‌ନୀ ରୋଗ୍‌: ଚେତି ଶୁଇଛେ ସୁଆସ୍‌ତିଅ ବିଭାଗ

କୋକସରା, ୮ା୭( ଡି.ଏନ୍‌.ଏ):  କୋକସରା ବ୍ଲକ ଲଡ଼ୁଗାଁ ପଁଚେତ୍‌ ପିତବାସପୁର ଗାଁରେ କିଡ଼୍‌ନୀ ରୋଗ୍‌ ବହପିବାରେ ଲାଗିଛେ। ଇ ରୋଗ୍‌ରେ ବଛ୍‌ରେ ଭିତରେ ଝନ୍‌କର ମୁରତୁ...

ସାପ କାମୁଡ଼ାରେ ନାବାଳକ ମୃତ

ଅନୁଗୋଳ ଅଫିସ,୧୪।୯: ଅନୂୁଗୋଳ ଜିଲା ଛେଣ୍ଡିପଦା ଅଞ୍ଚଳରେ ସାପ କାମୁଡ଼ାରେ ଜଣେ ନାବାଳକଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ପୋଡ଼ାପଡ଼ା ଅଞ୍ଚଳର ଶକ୍ତି ପ୍ରସାଦ ନାଏକ(୧୬)।...

Advertisement


Archives

Model This Week