ଲୋକାୟୁକ୍ତରେ ହାଜର ହେଲେ ଔଷଧ ନିଗମ ଅଧ୍ୟକ୍ଷା, ଶିଳ୍ପ ସଚିବ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ଲୋକାୟୁକ୍ତରେ ହାଜର ହେଲେ ଔଷଧ ନିଗମ ଅଧ୍ୟକ୍ଷା ଯାମିନୀ ଷଡଙ୍ଗୀ ଓ ଶିଳ୍ପ ସଚିବ ହେମନ୍ତ ଶର୍ମା। ମାସ୍କ ଦୁର୍ନୀତି ଅଭିଯୋଗରେ ଉଭୟ ପୁଣିଥରେ ହାଜର ହୋଇଛନ୍ତି। ଏହି ମାମଲାରେ ନିଜ ପକ୍ଷ ରଖିବାକୁ ଲୋକାଯୁକ୍ତ ନିର୍ଦ୍ଦେଶ ଦେଇଥିଲେ। ପୂର୍ବରୁ ମଧ୍ୟ ଯାମିନୀ ଓ ହେମନ୍ତ ଲୋକାଯୁକ୍ତରେ ହାଜର ହୋଇଥିଲେ।
ପିପିଇ କିଟ୍‌ ଓ ମାସ୍କ କିଣାରେ ରାଜକୋଷକୁ ବ୍ୟାପକ ହରିଲୁଟ୍‌ ହୋଇଥିବା ଅଭିଯୋଗ ହୋଇଥିବା ବେଳେ ଶିଳ୍ପ ସଚିବ ଆଇଏଏସ୍‌ ହେମନ୍ତ ଶର୍ମା ଓ ଯାମିନୀ ଷଡଙ୍ଗୀଙ୍କୁ ଏଥିନିମନ୍ତେ ଦାୟୀ କରାଯାଇଥିଲା। ଏହାକୁ ନେଇ ରାଜନୈତିକ ବିବାଦ ଜୋର୍‌ ଧରିଥିବା ବେଳେ ଲୋକାୟୁକ୍ତଙ୍କ ଦ୍ୱାରା ଏହାର ତଦନ୍ତ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଉପନିର୍ବାଚନ LIVE UPDATES: ୧୮ ରାଉଣ୍ଡ ସୁଦ୍ଧା ୮୭,୩୭୩ ଭୋଟରେ ବିଜେଡି ଆଗୁଆ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ଭୋଟ ଗଣତି ଜାରି ରହିଛି। ୧୮ ରାଉଣ୍ଡ ସୁଦ୍ଧା ବିଜେଡିକୁ ୧,୨୦,୯୮୪ ଭୋଟ ମିଳିଥିବା...

ଉପକୂଳ ଅଞ୍ଚଳରେ ସୁରକ୍ଷା ଢିଲା : ବିପଦକୁ ଆମନ୍ତ୍ରଣ କରୁଛି ମେରାଇନ୍‌ ପୋଲିସରେ ଅବ୍ୟବସ୍ଥା

ଭୁବନେଶ୍ୱର,୬।୯ : କେନ୍ଦ୍ର ସରକାର ଜମ୍ମୁକାଶ୍ମୀରରୁ ଧାରା ୩୭୦ ଓ ୩୫-ଏ ହଟାଇବା ପରେ ବିଶେଷଭାବେ ପ୍ରତିକ୍ରୀୟାଶୀଳ ହୋଇ ଉଠିଛି ପଡୋଶୀ ରାଷ୍ଟ୍ର ପାକିସ୍ତାନ। ପାକିସ୍ତାନ...

ରବିବାର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ଅନ୍ତିମ ଦିନିକିଆ, ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ପୋଲିସ ଡିଜି

କଟକ ଅଫିସ,୨୦।୧୨: ରବିବାର କଟକର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଅନ୍ତିମ ତଥା ୩ୟ ମ୍ୟାଚ୍‌। ଏହା ପୂର୍ବରୁ ଶୁକ୍ରବାର ପୋଲିସ ଡିଜି ଅଭୟ ଷ୍ଟାଡିୟମର...

କୁଆଖାଇରେ ବଡ଼ ବ୍ୟାରେଜ ନିର୍ମାଣ କରାଯାଉ

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଧୀରେ ଧୀରେ ଉତ୍କଟ ହେବାରେ ଲାଗିଛି। ନଦୀରେ ପାଣି ଶୁଖିଯିବା ବେଳେ ଭୂତଳ...

CORONAVIRUS UPDATE: ଯାଜପୁରରେ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୪୨

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌...

ବରଗଡ଼ରେ ଶିଶୁଙ୍କ ସମେତ ୪କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଲା

ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲାରେ ଗୁରୁବାର ପୁଣି ୪ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି।...

କରୋନା ମୁକାବିଲା ପ୍ରସ୍ତୁତି: ରାଜ୍ୟ ବାହାର ଫେରନ୍ତାଙ୍କ ସୂଚନା ପାଉନି ସ୍ବାସ୍ଥ୍ୟ ବିଭାଗ

କଟକ ସଦର,୨୩।୩(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ କଟକ ସଦର ବ୍ଲକ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି...

ମଦ୍ୟପ ସ୍ବାମୀ ଘଟାଇଲା ଏଭଳି କାଣ୍ଡ…

କାଲିମେଳା/ଏମ୍‌ଭି-୭୯,୧ା୨: ମାଲକାନଗିରି ଜିଲା କାଲିମେଳା ବ୍ଲକ ଏମ୍‌ଭି-୭୯ ଥାନା ଅନ୍ତର୍ଗତ ଏମ୍‌ଭି-୭୨ ଗ୍ରାମର ବିମଲ ମିସ୍ତ୍ରି ତାଙ୍କର ସ୍ତ୍ରୀ ଦୁଲାଲଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି।...

Advertisement
Archives

Model This Week