ଶିକ୍ଷକଙ୍କ ବଦଳି ପାଇଁ ୨୯ରୁ ଆବେଦନ

ଭୁବନେଶ୍ୱର, ୨୭।୧୦(ଅସମାପିକା ସାହୁ): ଶିକ୍ଷକଙ୍କ ବଦଳି ପାଇଁ ରାଜ୍ୟ ସରକାର ନୂତନ ଗାଇଡ୍‌ଲାଇନ କରିଥିଲେ। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୯ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ନଭେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ଇଚ୍ଛୁକ ଶିକ୍ଷକମାନେ ବଦଳି ପାଇଁ ଆବେଦନ କରିପାରିବେ। ଏଥିନିମନ୍ତେ ଟିଚର ଟ୍ରାନ୍ସଫର ପୋର୍ଟାଲ ଖୋଲିବା ପାଇଁ ଶୁକ୍ରବାର ମାଧ୍ୟମିକ ଶିକ୍ଷକ ନିର୍ଦ୍ଦେଶାଳୟ ପକ୍ଷରୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଚିଠି ଲେଖାଯାଇଛି। ଏହି ପୋର୍ଟାଲରେ ଶିକ୍ଷକମାନେ ଜିଲା ଭିତରେ ଓ ବାହାରେ ବଦଳି ପାଇଁ ଆବେଦନ କରିବେ। ସୂଚନାଯୋଗ୍ୟ, ୨୦୧୯ ଶିକ୍ଷକ ବଦଳି ନିୟମକୁ ରଜ୍ୟ ସରକାର ପରିବର୍ତ୍ତନ କରିଥିଲେ। ଏନେଇ ଗତ ଅଗଷ୍ଟ ୧୯ତାରିଖରେ ନିର୍ଦ୍ଦେଶାବଳୀ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri