ନିଆରା ଢଙ୍ଗରେ ପର୍ବପର୍ବାଣୀ ପାଳନ କରନ୍ତି ପ୍ରଭାକର

ବାଲିଗୁଡା, ୨୧।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡ଼ା ନୂଆସାହିର ପ୍ରଭାକର ନାୟକ ପ୍ରତ୍ୟେକ ବର୍ଷ ପରି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ମା’ଦୁର୍ଗା ଓ ଲଷ୍ମୀଙ୍କ ପୂଜାର୍ଚ୍ଚନା କରିଛନ୍ତି l ବାସଭବନରେ ବାସ୍ତୁ ପୂଜା ଗୃହ ପୂଜା ନବଗ୍ରହ ପୂଜା କରିବା ସହିତ ହୋମଯଜ୍ଞ କରିଛନ୍ତି। ନୂଆସାହି ଗ୍ରାମ୍ୟ କମିଟିର ସଦସ୍ୟ ସାହିର ବରିଷ୍ଠ ନାଗରିକଙ୍କୁ ନିମନ୍ତ୍ରଣ କରି ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଗାଁର ଅସହାୟ ଲୋକଙ୍କୁ ଘରକୁ ଡାକି ନୂଆବସ୍ତ୍ର ବଣ୍ଟନ କରିଛନ୍ତି। ମା’ ଦୂର୍ଗା ଓ ଦକ୍ଷିଣ କାଳୀଙ୍କ ପ୍ରତି ପରିବାର ଲୋକଙ୍କ ଅଗାଢ ବିଶ୍ବାସ ରହିଛି। ମା’ଙ୍କ ଆପର କରୁଣା ପରିବାର ମଧ୍ୟରେ ଶାନ୍ତି ସଦଭାବନା ଆସିଛି l ଗୋପ ଲକ୍ଷ୍ମୀ ଧନଧାନ୍ୟରେ ପୁରି ଉଠିଛି। ପରିବାର ମଧ୍ୟରେ ଦୁଃଖ କ୍ଲେଶ ରୋଗ ବ୍ୟାଧି ଉଭେଇ ଯାଉଥିବା କହିଛନ୍ତି ପ୍ରଭାକରଙ୍କ ଧର୍ମ ପତ୍ନୀ l ଜୀବନ ଥିବା ପର୍ଯ୍ୟନ୍ତ ଦୂର୍ଗା ପୂଜା ସହିତ ଏହିଭଳି ଭାବରେ ଗରିବ ଅସହାୟଙ୍କୁ ବସ୍ତ୍ର ବଣ୍ଟନ କରିବେ ବୋଲି ପ୍ରକାଶ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ପାନ ଦୋକାନରେ ଚଢାଉ : ତମାଖୁ ଉତ୍ପାଦ ବିକ୍ରି କରି ଗଣିଲେ ତଣ୍ଡ

ବରଗଡ଼, ୩୧।୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ସ୍ବାସ୍ଥ୍ୟ, ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଏକ ମିଳିତ କାର୍ଯ୍ୟକାରୀ ସ୍କ୍ବାଡ୍‌ ଗଠିତ ହୋଇ ତମାଖୁ ନିୟନ୍ତ୍ରଣ ନିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri