ଭୋ ଭୋ ହୋଇ କାନ୍ଦିଲେ ବାହୁବଳୀ ପ୍ରଭାସ

ତେଲୁଗୁର ଜଣାଶୁଣା ଅଭିନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ୟୁଭି କ୍ରିଷ୍ଣମ ରାଜୁଙ୍କ ପରଲୋକ ଘଟିଛି। ତାଙ୍କ ଦେହାନ୍ତରେ ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। କ୍ରିଷ୍ଣମ ରାଜୁ ବାହୁବଳୀ ଫେମ ଅଭିନେତା ପ୍ରଭାସଙ୍କ ଅଙ୍କଲ ଥିଲେ। ତାଙ୍କ ମୃତ୍ୟୁରେ ସମ୍ପୂର୍ଣ୍ଣ ଭାଙ୍ଗିପଡିଛନ୍ତି ପ୍ରଭାସ। ସେ ଅଙ୍କଲଙ୍କ ମୃତହେହ ନିଟକରେ ଭୋ ଭୋ ହୋଇଥିବା କାନ୍ଦୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କ୍ରିଷ୍ଣମଙ୍କ ମୃତ୍ୟୁରେ ଟଲିଉଡ୍‌ ଷ୍ଟାର ମହେଶ ବାବୁ ମଧ୍ୟ ସ୍ତବ୍ଧ ହୋଇଯାଇଛନ୍ତି।
ପ୍ରାୟ ୫ ଦଶନ୍ଧି ଧରି ତେଲୁଗୁ ସିନେମାରେ କାମ କରିଥିବା କ୍ରିଷ୍ଣମ ରାଜୁ ୧୮୦ରୁ ଅଧିକ ସିନେମାରେ ଅଭିନୟ କରିଛନ୍ତି। ତାଙ୍କୁ ଟଲିଉଡ୍‌ର ରିବେଲ ଷ୍ଟାର ବୋଲି କୁହାଯାଏ। ସେ ୧୯୬୬ରେ ତେଲୁଗୁ ଫିଲ୍ମ ‘ଚିଲାକା ଗୋରିଙ୍କା’ରୁ ନିଜ ଅଭିନୟ କ୍ୟାରିଅର ଆରମ୍ଭ କରିଥିଲେ। ସେ ସାମାଜିକ, ଫ୍ୟାମିଲ, ରୋମାଣ୍ଟିକ, ଆକ୍ସନ, ଥ୍ରିଲର୍‌, ଐତିହାସିକ ଓ ପୌରାଣିକ ଆଦି ଫିଲ୍ମରେ ଅଭିନୟ କରିଛନ୍ତି। ଅମର ଦୀପମ, ସୀତା ରାମୁଲୁ, କଟକାଟାଲ ରୁଦ୍ରାୟ ଆଦି ଅନେକ ହିଟ ଫିଲ୍ମରେ ସେ କାମ କରିଛନ୍ତି। ତାଙ୍କୁ ଅନେକ ଆୱାର୍ଡରେ ମଧ୍ୟ ସମ୍ମାନିତ କରାଯାଇଛି। କ୍ରିଷ୍ଣମ ରାଜୁଙ୍କର ସ୍ତ୍ରୀ ଓ ୩ ଝିଅ ଅଛନ୍ତି।

https://twitter.com/mrprincepavan/status/1568917041914195969


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri