ଦୀପିକାଙ୍କ ପ୍ରଶଂସାରେ ଶତମୁଖ ପ୍ରଭାସ

ମୁମ୍ବାଇ: ବଲିଉଡର ଡିମ୍ପଲ ଗାର୍ଲ ଦୀପିକା ପାଦୁକୋନଙ୍କ ପ୍ରଶଂସାରେ ଶତମୁଖ ବାହୁବଳୀ ସୁପରଷ୍ଟାର ପ୍ରଭାସ। ସେ ନିଜକୁ ଦୀପିକାଙ୍କର ଜଣେ ବଡ଼ ପ୍ରଶଂସକ ବୋଲି କହିଛନ୍ତି।
ନିକଟରେ ପ୍ରଭାସ ଏକ ସାକ୍ଷାତକାରରେ ଦୀପିକାଙ୍କ ସହ କାମ କରିବାର ଅଭିଜ୍ଞତା ବାଣ୍ଟିଥିଲେ ଏବଂ କହିଥିଲେ, ସେ ହେଉଛନ୍ତି ସବୁଠାରୁ ବଡ ସୁପରଷ୍ଟାର, ସବୁଠୁ ସୁନ୍ଦର ମହିଳା ଏବଂ ସେ ସର୍ବଭାରତୀୟ ସ୍ତରରେ ବିଖ୍ୟାତ। ସେ ଯେତେବେଳେ ସେଟକୁ ଆସନ୍ତି ସେତେବେଳେ ସେ ବହୁତ ଶକ୍ତିଶାଳୀ ଏବଂ ମୁଁ ତାଙ୍କୁ ସର୍ବଦା ଭଲ ପାଏ। ମୁଁ ତାଙ୍କ ସହିତ କାମ କରିବାକୁ ଚାହୁଁଥିଲି। ମୁଁ ତାଙ୍କ ସହିତ ପ୍ରଥମ ଥର କାମ କରୁଛି।
‘କଲକି ୨୮୨୯ଏଡି’ ଫିଲ୍ମ ଜରିଆରେ ପ୍ରଥମ ଥର ପାଇଁ ଦୀପିକା ଓ ପ୍ରଭାସଙ୍କୁ ବଡ ପରଦାରେ ଏକାଠି ଦେଖିବାକୁ ମିଳିବ। ଏହି ଫିଲ୍ମର ନିର୍ଦ୍ଦେଶନା ନାଗ ଅଶ୍ୱିନୀ କର ଦେଉଛନ୍ତି। ଏଥିରେ ବିଗ ବି ଅମିତାଭ ବଚ୍ଚନଙ୍କ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ। ଫିଲ୍ମଟିକୁ ୪୦୦ କୋଟି ବଜେଟରେ ତିଆରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri