ଟମ୍‌ କ୍ରୁଜଙ୍କ ସହ ନଜର ଆସିପାରନ୍ତି ପ୍ରଭାସ: ଟୁଇଟ୍‌ କଲେ ମିଶନ ଇମ୍‌ପସିବଲ ୭’ ଡିରେକ୍ଟର

ନୂଆଦିଲ୍ଲୀ, ୨୬।୫: ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କୁ ହଲିଉଡ୍‌ ଫିଲ୍ମ ‘ମିଶନ ଇମ୍‌ପସିବଲ ୭’ରେ କାଷ୍ଟ କରାଯାଇପାରେ। ଏ ସମ୍ପର୍କିତ କିଛି ରିପୋର୍ଟ ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ହଲିଉଡରେ ପ୍ରଭାସଙ୍କ ଏଣ୍ଟ୍ରି ନେଇ ଚର୍ଚ୍ଚ ଜୋର ଧରିଛି। ସାଉଥ୍‌ ଷ୍ଟାରଙ୍କ ଜଣେ ଫ୍ୟାନ ଏ ନେଇ ମିଶନ ଇମ୍‌ପସିବଲ ୭’ର ନିର୍ଦ୍ଦେଶକ ଖ୍ରିଷ୍ଟଫର ମ୍ୟାକକୁରିଙ୍କ ଠାରୁ ସ୍ପଷ୍ଟିକରଣ ମାଗିଥିଲେ।

ଏହାର ଉତ୍ତରରେ ଖ୍ରିଷ୍ଟଫର ଟୁଇଟ୍‌ କରି ଲେଖିଛନ୍ତି, ପ୍ରଭାସ ଜଣେ ଦକ୍ଷ ବ୍ୟକ୍ତି। କିନ୍ତୁ ମୁଁ ତାଙ୍କୁ କଦାପି ଭେଟିନାହିଁ। ଇଣ୍ଟରନେଟ୍‌କୁ ସ୍ବାଗତ। ଉଲ୍ଲେଖଯୋଗ୍ୟ, ଅନ୍ତିମ ଥର ୨୦୨୯ରେ ରିଲିଜ ହୋଇଥିବା ଫିଲ୍ମ ‘ସାହୋ’ରେ ନଜର ଆସିଥିବା ପ୍ରଭାସଙ୍କୁ ଅଗାମୀ ଫିଲ୍ମ ରାଧେ ଶ୍ୟାମ ଦେଖିବାକୁ ମିଳିବ। ଏହାବାଦ୍‌ ତାଙ୍କ ହାତରେ ରହିଛି କେଜିଏଫ୍‌ ଡିରେକ୍ଟର ପ୍ରଶାନ୍ତ ନିଲଙ୍କ ଆକଶନ ଫିଲ୍ମ ‘ସାଲାର’ ଓ ମିଥୋଲୋଜିକାଲ ଫିଲ୍ମ ‘ଆଦିପୁରୁଷ’ ଭଳି ବିଗ୍‌ ବଜେଟ ଫିଲ୍ମ।


Enter your email to get our daily news in your inbox.

All Right Reserved By Dharitri.Com

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ…

ରାଜପାଲ ଯାଦବଙ୍କୁ ସହାୟତାର ହାତ ବଢ଼ାଇଲେ ସଲମାନ ଓ ଅଜୟ, ଗୁରୁବାର ଜାମିନ ଶୁଣାଣି

ମୁମ୍ବାଇ,୧୧।୨: ବିଷଣ ଆର୍ଥିକ ସଂକଟରେ ଫସିଥିବା ରାଜପାଲ ଯାଦବଙ୍କୁ ସହଯୋଗ ପାଇଁ ଆଗେଇ ଆସିଛି ବଲିଉଡ। ଚେକ୍-ବାଉନ୍ସ ମାମଲାରେ ୬ ମାସର ଜେଲ ଦଣ୍ଡାଦେଶ ପରେ ଗତ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri