ମାଳଦ୍ୱୀପରେ କ୍ରିତିଙ୍କ ସହ ନିର୍ବନ୍ଧ କରିବେ ପ୍ରଭାସ! ଏଭଳି ଚର୍ଚ୍ଚାକୁ ନେଇ…

ବମ୍ବେ: ମାଳଦ୍ୱୀପରେ ନିର୍ବନ୍ଧ କରିବେ ଅଭିନେତା ପ୍ରଭାସ ଏବଂ ଅଭିନେତ୍ରୀ କ୍ରିତି ସେନନ୍‌। କିଛି ଏଭଳି ଚର୍ଚ୍ଚା ବଲିଉଡ୍‌ ସହ ଟଲିଉଡ୍‌ଜଗତରେ ଜୋର ଧରିଥିଲା। ‘ଆଦିପୁରୁଷ’ର ଶୁଟିଂ ପରେ ଦୁହିଁଙ୍କ ମଧ୍ୟରେ ସମ୍ପର୍କ ଥିବା ଶୁଣିବାକୁ ମିଳିଥିଲା। ପରେ ଜଣେ ଫିଲ୍ମ ସମୀକ୍ଷକ ଏନେଇ ଟୁଇଟ୍‌ କରିବା ପରେ ତାହା ନିଆଁରେ ଘିଅ ଢ଼ାଳିବାର କାମ କରିଥିଲା। ଏବେ ଏହି ଖବରରେ କେତେ ସତ୍ୟତା ଅଛି ସେନେଇ ପ୍ରଭାସଙ୍କ ଟିମ୍‌ ପକ୍ଷରୁ ଜଣାଯାଇଛି।

ପ୍ରଭାସଙ୍କ ଟିମ୍‌ ଏକ ଜାତୀୟ ଗଣମାଧ୍ୟମକୁ ସୂଚନା ଦେଇ ଏହି ଖବରକୁ ଖଣ୍ଡନ କରିଛି। ଉଭୟ କେବଳ ପରସ୍ପରର ଭଲ ବନ୍ଧୁ। ନିର୍ବନ୍ଧ ଭଳି ଖବର ସମ୍ପୂର୍ଣ୍ଣ ମିଥ୍ୟା ବୋଲି କୁହାଯାଇଛି।

କାମ ବିଷୟରେ କଥା ହେଲେ ପ୍ରଭାସ ଖୁବ୍‌ଶୀଘ୍ର ଓମ୍‌ ରାଉତଙ୍କ ଫିଲ୍ମ ‘ଆଦିପୁରୁଷ’, ପ୍ରଶାନ୍ତ ନୀଲଙ୍କ ‘ସାଲାର’, ନାଗ ଅଶ୍ୱିନଙ୍କ ‘ପ୍ରୋଜେକ୍ଟ କେ’, ମାରୁତିଙ୍କ ‘ରାଜା ଡିଲକ୍ସ’ ଏବଂ ସନ୍ଦିପ ରେଡ୍ଡିଙ୍କ ‘ସ୍ପିରିଟ୍‌’ରେ ନଜର ଆସିବେ। ସେହିଭଳି କ୍ରିତିଙ୍କ ହାତରେ କାର୍ତ୍ତିକ ଆର୍ୟନଙ୍କ ସହ ‘ଶେହଜାଦା’, ଟାଇଗର ଶ୍ରଫଙ୍କ ସହ ‘ଗଣପଥ’, ବିଶାଲ ଭରଦ୍ୱାଜଙ୍କ ‘ଚୁରିୟାଁ’ଙ୍କ ଫିଲ୍ମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri