ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି। ଏହି ସମୟରେ ରାଜ୍ୟ ଭାଜପାର ବରିଷ୍ଠ ନେତାମାନଙ୍କ ଉପସ୍ଥିତ ଥିଲେ। ପ୍ରବୋଧଙ୍କୁ କଂଗ୍ରେସ ତଳସରା ଟିକେଟ୍ ଦେଇ ଫେରାଇ ନେଇଥିଲା।
ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି। ଏହି ସମୟରେ ରାଜ୍ୟ ଭାଜପାର ବରିଷ୍ଠ ନେତାମାନଙ୍କ ଉପସ୍ଥିତ ଥିଲେ। ପ୍ରବୋଧଙ୍କୁ କଂଗ୍ରେସ ତଳସରା ଟିକେଟ୍ ଦେଇ ଫେରାଇ ନେଇଥିଲା।
କୋଲକାତା,୨ା୪: ହେନରିଚ୍ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍(ଏସ୍ଆର୍ଏଚ୍) ୬୫ ରନରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ପରାସ୍ତ…
ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…
ବୋକାଜାନ୍,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
ଭୁବନେଶ୍ୱର,୨।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…
ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…
ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…