ସମ୍ପତ୍ତି ସାର୍ବଜନୀନ କରିବାକୁ ମନା କଲେ ପ୍ରଚଣ୍ଡ

କାଠମାଣ୍ଡୁ,୫ା୪: ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ ତାଙ୍କ ସମ୍ପତ୍ତିକୁ ସାର୍ବଜନୀନ କରିବାକୁ ମନା କରି ଦେଇଛନ୍ତି। ୧୯୯୦ରେ ଗଣତନ୍ତ୍ରର ପୁନରୁଦ୍ଧାର ପରେ ନେପାଳର ପ୍ରଥମ ନିର୍ବାଚିତ ସରକାର ପ୍ରଧାନମନ୍ତ୍ରୀ ଏବଂ ମନ୍ତ୍ରୀଙ୍କ ସମ୍ପତ୍ତିର ସବିଶେଷ ତଥ୍ୟ ସାର୍ବଜନୀନ କରିବାର ପ୍ରଥା ଆରମ୍ଭ କରିଥିଲେ। ତତ୍କାଳୀନ ପ୍ରଧାନମନ୍ତ୍ରୀ ଗିରିଜା ପ୍ରସାଦ କୋଇରାଲାଙ୍କ କ୍ୟାବିନେଟ୍‌ ଦ୍ୱାରା ଆରମ୍ଭ ହୋଇଥିବା ଏହି ପ୍ରଥା ୨୦୧୮ ପର୍ଯ୍ୟନ୍ତ ଜାରି ରହିଥିଲା। ଖିଲ ରାଜ ରେଗ୍‌ମି ଏବଂ ତାଙ୍କ ଦଳ ବ୍ୟତୀତ ଦ୍ୱିତୀୟ କେପି ଶର୍ମା ଓଲି ସରକାରଙ୍କ ସମୟ ପର୍ଯ୍ୟନ୍ତ ସମସ୍ତ ପ୍ରଧାନମନ୍ତ୍ରୀ ଏବଂ ମନ୍ତ୍ରୀ ସେମାନଙ୍କ ସମ୍ପତ୍ତିର ବିବରଣୀ ସାର୍ବଜନୀନ କରିଥିଲେ। ତେବେ ଅଲି ଏହି ପରମ୍ପରାକୁ ଭାଙ୍ଗିବା ପରେ ଏବେ ପ୍ରଚଣ୍ଡ ମଧ୍ୟ ସମ୍ପତ୍ତି ସାର୍ବଜନୀନ କରିବାକୁ ମନା କରିଛନ୍ତି। ତେବେ ଏନେଇ ଅନେକ ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

ବିମାନବନ୍ଦରରେ କେମିତି ପାଇବେ ଚାକିରି? ଜାଣନ୍ତୁ କ’ଣ ପଢ଼ିଲେ ମିଳିବ ଏହି ସୁଯୋଗ, କେତେ ପାଇବେ ଦରମା…

ନୂଆଦିଲ୍ଲୀ,୨୯ା୩: ବିମାନବନ୍ଦରରେ ଚାକିରି ପାଇବା ଅନେକ ଯୁବତୀ ଯୁବକଙ୍କ ସ୍ବପ୍ନ। ବିମାନବନ୍ଦରରେ କାମ କଲେ ଅନେକ ସୁବିଧା ମିଳିଥାଏ। ଯେଉଁଥିରେ ଭଲ ଦରମା, ବୃତ୍ତିଗତ ପରିବେଶ, ସ୍ମାର୍ଟ…

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

ଶେଷ ହେବ ଯୁଦ୍ଧ! ନିଜ ଦେଶ ସହ ୟୁରୋପରେ ଇରାନ ଯୁଦ୍ଧକୁ ନେଇ ଟ୍ରମ୍ପଙ୍କୁ କରାଗଲାଣି ଘୋର ବିରୋଧ

ଓ୍ବାଶିଂଟନ,୨୯।୩: ଗତ ୩୦ ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଚାଲିଛି। ସମଗ୍ର ମଧ୍ୟପ୍ରାଚ୍ୟ ଯୁଦ୍ଧରେ ବୁଡ଼ି ରହିଛି। ସାରା ବିଶ୍ୱରେ ଉତ୍ତେଜନାର ବାତାବରଣ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri