ପ୍ରଚଣ୍ଡଙ୍କ ଅଡୁଆ ବଢ଼ିଲା,ପ୍ରଧାନମନ୍ତ୍ରୀଙ୍କ ଗିରଫଦାରୀ ପାଇଁ ସୁପ୍ରିମକୋର୍ଟରେ ଆବେଦନ ଦାଖଲ…

କାଠମାଣ୍ଡୁ,୭।୩ : ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପା କୁମାର ଦହଲ ପ୍ରଚଣ୍ଡଙ୍କ ଅଡୁଆ ବଢ଼ିବାରେ ଲାଗିଛି। ସେ ନିଜ ସରକାରଙ୍କୁ ବଞ୍ଚାଇବା ପାଇଁ ସଂଘର୍ଷ କରୁଛନ୍ତି। ଏବେ ତାଙ୍କ ବିରୋଧରେ ନେପାଳର ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ଗିରଫଦାରୀ ପାଇଁ ଏହା ଦାଖଲ ହୋଇଛି।

ଏହି ପିଟିଶନ ତାଙ୍କ ପୁରୁଣା ବକ୍ତବ୍ୟ ନେଇ ପଞ୍ଜୀକୃତ ହୋଇଛି। ଯେଉଁଥିରେ ପ୍ରଚଣ୍ଡ ସ୍ବୀକାର କରିଥିଲେ ଯେ ଦେଶରେ ଉଗ୍ରବାଦ ଯୋଗୁ ୫ ହଜାର ଲୋକ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ସଙ୍କଟରେ ଅସ୍ତ୍ରଶସ୍ତ୍ର ବ୍ୟବସାୟ ବଢ଼ିଲା, ଜର୍ମାନୀ କିଣିବ ଏଫ୍‌-୩୫ ବିମାନ…

ବର୍ଲିନ,୨୮।୨  : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଅନ୍ତର୍ଜାତୀୟସ୍ତରରେ ଅସ୍ତ୍ରଶସ୍ତ୍ର ବ୍ୟବସାୟ ବୃଦ୍ଧି ପାଇଛି। ଯୁଦ୍ଧକୁ ଦୃଷ୍ଟିରେ ଦ୍ୱିତୀୟ ବିଶ୍ୱଯୁଦ୍ଧ...

ସୈନ୍ୟବାହିନୀ ସହିତ ବିବାଦ: ନିଜ ଉପରକୁ ବିପଦ ଡାକିଛନ୍ତି ଇମ୍ରାନ…

ଇସଲାମାବାଦ, ୬।୯ : ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପାକିସ୍ତାନର ନୂତନ ସେନାଧ୍ୟକ୍ଷଙ୍କ ନିଯୁକ୍ତି ସମ୍ପର୍କରେ ବିବୃତ୍ତି ଯୋଗୁ ବିବାଦ ଉପୁଜିଥିଲା। ରାଜନୈତିକ ସମୀକ୍ଷକଙ୍କ କହିବାନୁସାରେ,...

ବାହାରିନ୍‌ ପ୍ରିନ୍ସ ଖଲିଫାଙ୍କ ପରଲୋକ

ମାନମା,୧୧।୧୧-ବାହାରିନର ପ୍ରିନ୍ସ ତଥା ପ୍ରଧାନମନ୍ତ୍ରୀ ଖଲିଫା ବିନ୍‌ ସଲମାନ ଅଲ ଖଲିଫାଙ୍କ ବୁଧବାର ପରଲୋକ ହୋଇଯାଇଛି। ୮୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ...

ସଲମାନ୍‌ ପାଇଁ ଗାଡ଼ିର ଟାୟାର କ୍ଷତିକାରକ: ଦେଉଛି ବଡ଼ ବିପଦର ସଙ୍କେତ

ଯାନବାହାନର ଟାୟାର ଯୋଗୁ ମାଛଙ୍କର ମଧ୍ୟ କ୍ଷତି ହୋଇଥାଏ। ନିକଟରେ ହୋଇଥିବା ଏକ ଗବେଷଣାରେ ଗବେଷକଙ୍କ ଦ୍ୱାରା ଏହି ଦାବି କରାଯାଇଛି। ଟାୟାରରେ ବ୍ୟବହୃତ ବିଷାକ୍ତ...

ଫିଲିପାଇନ୍ସ ଜଳସୀମାରେ ୨୨୦ ଚାଇନା ଜାହାଜ

ମାନିଲା,୨୨।୩: ଦକ୍ଷିଣ ଚାଇନା ସାଗରର ବିବାଦୀୟ ଅଞ୍ଚଳରେ ଚାଇନାର ୨୨୦ ଜାହାଜ ପଇଁତରା ମାରିବା ଘଟଣାରେ ଫିଲିପାଇନ୍ସ ଉଦ୍‌ବେଗ ପ୍ରକାଶ କରିଛି। ମାର୍ଚ୍ଚ ୭ରେ ଏହି...

ପୁଣି ଗୃହଯୁଦ୍ଧ ମୁହାଁ ଆଫଗାନିସ୍ତାନ…

କାବୁଲ, ୧।୫ : ପ୍ରାୟ ଦୁଇ ଦଶନ୍ଧି ପୂର୍ବରୁ ଆଫଗାନିସ୍ତାନରେ ତାଲିବାନ ୨୦୦୧ରେ ନାଟୋ ସୈନ୍ୟଙ୍କ ଉପରେ ଙ୍‌ଆକ୍ରମଣ କରିଥିଲା। ତାଲିବାନ ଆଫଗାନିସ୍ତାନରେ କ୍ଷମତା ହାସଲ...

କରୋନା ପାଇଁ ଔଷଧ: ଲାଗିପାରେ ବର୍ଷେରୁ ଦେଢ଼ ବର୍ଷ; ଲକ୍‌ଡାଉନ୍‌ରେ ରହି ହେବ କି ଏତେ ଦିନ !

ଓ୍ବାଶିଂଟନ,୨୪।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କରୋନା ଭୂତାଣୁ ଭିନ୍ନ ଭିନ୍ନ ପରିବେଶରେ ଅଲଗା ଅଲଗା କ୍ରିୟାଶୀଳତା ଦେଖାଉଥିବାରୁ ଏହାକୁ...

ଶାନ୍ତି ଆଲୋଚନା ଚାହୁଁ ନାହାନ୍ତି ପାଶ୍ଚାତ୍ୟ ରାଷ୍ଟ୍ର

ମସ୍କୋ,୨୦।୨ : ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣକୁ ଆଉ ୪ ଦିନ ପରେ ବର୍ଷେ ପୂରିବ। ତେବେ ଯୁଦ୍ଧର ସମାଧାନ ପାଇଁ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ଶାନ୍ତି...

Advertisement
Archives

Model This Week