ପ୍ରେମିକଙ୍କୁ ସରପ୍ରାଇଜ୍‌ ଦେବା ଲାଗି ଅନ୍ୟ ଦେଶକୁ ଯାଇଥିଲେ ଏହି ଅଭିନେତ୍ରୀ; ଏମିତି ମିଳିଥିଲା ଝଟ୍‌କା

ବମ୍ବେ: ଟେଲି ପରଦାରୁ ବଡ଼ ପରଦାର ଯାତ୍ରା ସହଜ ନ ଥିଲା, ହେଲେ ଅସମ୍ଭବ ବି ନ ଥିଲା। ଶେଷରେ ନିଜ ସ୍ବପ୍ନରେ ଡେଣା ଲଗାଇ ଜଣେ ସଫଳ ଅଭିନେତ୍ରୀ ଭାବେ ନିଜକୁ ସ୍ବତନ୍ତ୍ର ପରିଚୟ ଦେଇଛନ୍ତି ପ୍ରାଚୀ ଦେଶାଇ। ଧାରାବାହିକ ‘କସମ୍‌ ସେ’ରୁ ଲୋକପ୍ରିୟତା ହାସଲ କରିବା ପରେ ସେ ବଲିଉଡ୍‌ରେ କାମ କରିବାକୁ ମନ ବଳାଇଥିଲେ। ବାସ୍‌, ସେବେଠାରୁ ସେ ପଛକୁ ଫେରି ଚାହିଁନାହାନ୍ତି। ‘ରକ୍‌ ଅନ୍‌୍‌, ଓ୍ବାନ୍ସ ଅପନ୍‌ ଏ ଟାଇମ୍‌ ଇନ୍‌ ମୁମ୍ବାଇ, ରକ୍‌ ଅନ୍‌ ୨, ଅଜହର୍‌, ଆଇ ମି ଔର ମୈ ଭଳି ଫିଲ୍ମରେ ସେ ଜବରଦସ୍ତ ଅଭିନୟ କରିଛନ୍ତି। ଅଭିନେତ୍ରୀ ଭାବେ ସଫଳ ହୋଇଥିଲେ ହେଁ ସେ ବ୍ୟକ୍ତିଗତ ଜୀବନରେ ସେ ନିରବ ରହିବାକୁ ପସନ୍ଦ କରନ୍ତି। ଏଥିଲାଗି ଗଣମାଧ୍ୟମରେ ସେ ବହୁତ କମ୍‌ ଥର ଖବର ଶିରୋନାମା ପାଲଟିଛନ୍ତି।

ଅନ୍ୟମାନଙ୍କ ସମ୍ମୁଖରେ ବ୍ୟକ୍ତିଗତ ଜୀବନକୁ ନେଇ କିଛି ବି କଥା କହିବାକୁ ପସନ୍ଦ କରୁ ନ ଥିବା ପ୍ରାଚୀ ନିକଟରେ ନିଜର ଲଭ୍‌ ଲାଇଫକୁ ନେଇ ବଡ଼ କଥା କହିଛନ୍ତି । ଫିଲ୍ମ ଫେୟାରର ଏକ ସାକ୍ଷାତକାରରେ ସେ କହିଛନ୍ତି, ଜଣଙ୍କୁ ମୁଁ ବହୁତ ଭଲ ପାଉଥିଲି। ତାଙ୍କୁ ଏକଦା ଭେଟିବା ଲାଗି ଅନ୍ୟ ଦୋରେ ପହଞ୍ଚିଥିଲି। ହେଲେ ସେଠାକୁ ଯିବା ପରେ ଜାଣିବାକୁ ପାଇଲି ଯେ ସେ ମିଛ କହିଥିଲେ। ସେ ଆଦୌ ସେଠାରେ ରହୁ ନ ଥିଲେ। ଏହା ପରେ ଉକ୍ତ ଦେଶରେ ମୁଁ ବହୁତ ମଜାକଲି ଏବଂ ନିଜ ସହ ଗୁରୁତ୍ୱପୂର୍ଣ୍ଣ ସମୟ ବିତାଇଲି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri