ଚାନ୍ଦିପୁରରୁ ବ୍ରହ୍ମୋସର ବ୍ୟାବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ୍‌,୩୦।୯: ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ବ୍ରହ୍ମୋସର ସଫଳ ପରୀକ୍ଷଣ ହୋଇଛି। ଭାରତ ଏବଂ ରୁଷିଆ ମିଳିତ ଜ୍ଞାନ କୌଶଳରେ ନିର୍ମିତ ସୁପରସୋନିକ କ୍ରୁଜ୍‌ ମିଶାଇଲ୍‌ ‘ବ୍ରହ୍ମୋସ’ ବୁଧବାର ସକାଳ ୧୦.୨୭ରେ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ୩ ନମ୍ବର ଲଞ୍ଚ୍‌ ପ୍ୟାଡ୍‌ରୁ ପରୀକ୍ଷଣ କରାଯାଇଛି। ୪୫୦ରୁ ୬୦୦ କିମି ପର୍ଯ୍ୟନ୍ତ ଶତ୍ରୁପକ୍ଷର ଲକ୍ଷଭେଦ କରିବାର କ୍ଷମତା ରଖିଛି ଏହି ମିଶାଇଲ୍‌। ଉଭୟ ଜଳ ଏବଂ ସ୍ଥଳ ଭାଗରୁ ଏହାକୁ ନିକ୍ଷେପ କରାଯାଇ ପାରିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା

(ଉପେନ୍ଦ୍ର ରାଉତ) ବଅଁରପାଳ, ୧୨।୧୧ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ଠାରେ ଥିବା ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହେବ। ଗଡ଼ସନ୍ତ୍ରୀ...

ଥାନାରୁ ଅଭିଯୁକ୍ତ ଫେରାର

ନବରଙ୍ଗପୁର/ପାପଡାହାଣ୍ଡି,୧୩।୧୧(ବି.ପ୍ର./ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ହାଜତରୁ ଜଣେ ଅଭିଯୁକ୍ତ ପରିସ୍ରା ଯିବା ବାହାନାରେ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ତେନ୍ତୁଳିଖୁଣ୍ଟି...

ମକର ସଂକ୍ରାନ୍ତି: ମା’ ତାରା ତାରିଣୀ ପୀଠରେ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ପୁରୁଷୋତ୍ତମପୁର,୧୫।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ପୀଠରେ ବୁଧବାର ମକର ସଂକ୍ରାନ୍ତି ଅବସରେ ମା’ଙ୍କ ଦର୍ଶନ ଲାଗି ୫୦ ହଜାରରୁ...

ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର

ସାରସକଣା,୨୭।୨: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପାଙ୍କ ଏତଲାକୁ...

ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

ତାଳଚେର, ୨୪ା୬(ନି.ପ୍ର.)- ସମଲ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ନିଆଯାଇଥିବା ଅଭିଯୋଗ ହୋଇଛି। ପୋଲିସ ନଂ. ୮୯/୧୯ରେ ଏକ ମାମଲା...

ଫୁଲବାଣୀରେ କଂଗ୍ରେସର ସତ୍ୟାଗ୍ରହ

ଫୁଲବାଣୀ ଅଫିସ, ୨୭।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ଫୁଲବାଣୀ ଜିଲା କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି  । ସୋମବାର ଦଳ ପକ୍ଷରୁ ଜିଲାର ସମସ୍ତ...

ପଞ୍ଚାୟତ ନିର୍ବାଚନରେ ଭୋଟ ଦେବାକୁ ମନା କରୁଛନ୍ତି ଗ୍ରାମବାସୀ

ପଟ୍ଟାଙ୍ଗୀ,୧୨ା୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ତଥା ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତର ଫଗୁଣସିନେରି ଗ୍ରାମବାସୀ ଆନ୍ଧ୍ର ସହ ଅଛୁ ଓ ରହିବୁ...

ବ୍ୟାଙ୍କରୁ ଚୋରି ଉଦ୍ୟମ ବିଫଳ, ଆଇରନ୍‌ ଚେଷ୍ଟ ଭାଙ୍ଗି ନ ପାରି ଫେରିଗଲେ

ଶେରଗଡ଼,୧୭ା୬(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଠୁରୁବୁରାଇ ଗ୍ରାମସ୍ଥିତ ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତ ଚୋରି ଉଦ୍ୟମ କରିଥିଲେ। ବ୍ୟାଙ୍କର ମୁଖ୍ୟ କବାଟ ଭାଙ୍ଗି...

Advertisement
Archives

Model This Week