କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍‌ କରି ସେ ତାଙ୍କ ଇସ୍ତଫାର କାରଣ କହିଛନ୍ତି। ସେ କହିଛନ୍ତି, ଭାଜପା ମୂଲ୍ୟବୋଧଯୁକ୍ତ ରାଜନୀତି ବିଚାରଠାରୁ ଦୂରେଇ ଯାଇଛି । ନ ହେଲେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କୁ ଭାଜପାରେ କିପରି ସାମିଲ କରାଗଲା। ଜଣେ ଅଭିଯୁକ୍ତଙ୍କୁ ଆଣି ଦଳରେ ସାମିଲ କରିବା ରାଜ୍ୟ ଭାଜପାରେ ପ୍ରଥମ। ୨୦୨୪ରେ କ୍ଷମତାକୁ ଆସିବା ପରେ ଭାଜପାର ନୈତିକ ପତ୍ତନ ହୋଇଛି। ଭବିଷ୍ୟତ କାର୍ଯ୍ୟପନ୍ଥା ବାବଦରେ କୌଣସି ନିଷ୍ପତ୍ତି ନେଇନି ବୋଲି ଦାଶ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଆସନ୍ତା ୩ ଦିନ ଯାଏ ରାଜ୍ୟରେ…

ଭୁବନେଶ୍ୱର, ୩୦।୭: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri