ଆଜି ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବେ ପ୍ରଦୀପ ଜେନା

ଭୁବନେଶ୍ୱର,୧।୩(ବ୍ୟୁରୋ): ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ ଜେନା। କିଛି ଦିନ ତଳେ ରାଜ୍ୟ ସରକାର ତାଙ୍କୁ ଏହି ପଦରେ ନିଯୁକ୍ତି ଦେଇଛନ୍ତି। ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ପଦ ସହିତ ଚିଫ ଡେଭଲପେଣ୍ଟ କମିଶନର ଅଫ ଓ ଦାୟିତ୍ୱରେ ନିଯୁକ୍ତ ହୋଇଛନ୍ତି। ପ୍ରଦୀପ ଜେନା ଏହା ପୂର୍ବରୁ ସ୍ବତନ୍ତ୍ର ରିଲିଫ କମିଶନର ଓ ଉନ୍ନୟନ କମିଶନର ପଦରେ ଥିଲେ। ଏହା ପୂର୍ବରୁ ପ୍ରଦୀପ ଜେନା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ମଧ୍ୟ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିଟାଙ୍କିକୁ ଚଢିଲା ବେଳେ ଇଞ୍ଜିନିୟରଙ୍କୁ ଆକ୍ରମଣ କଲେ ମହୁମାଛି

ପାପଡ଼ାହାଣ୍ଡି,୨।୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମେଗା ଜଳସେଚନ ପ୍ରକଳ୍ପର ସାଇଡ ଇଞ୍ଜିନିୟର ସୁରଞ୍ଜନ ଦାସ ଓ ସୁଧାକର ବାବୁ ରବିବାର ମହୁମାଛି ଆକ୍ରମଣରେ ଗୁରୁତର...

ସର୍ବଦଳୀୟ ବୈଠକ ଡାକିଲେ ନିର୍ବାଚନ କମିଶନ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୬ ତାରିଖରେ ସର୍ବଦଳୀୟ ବୈଠକ ବସିବ। ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବୁଧବାର ସମସ୍ତ...

ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସଙ୍କ ପରଲୋକ

ଜଗତ୍‌ସିଂହପୁର ଅଫିସ୍‌/ଭୁବନେଶ୍ୱର,୬।୭(ବ୍ୟୁରୋ)-ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ୬୬ ବର୍ଷ ବୟସରେ ସୋମବାର ସନ୍ଧ୍ୟାରେ ପରଲୋକ ଘଟିଛି। ସେ ବ୍ରେନ୍‌...

ମନ୍ତ୍ରୀଙ୍କ ଗାଡ଼ି ପଛରେ ଆସିବାରୁ ମାଡ଼ ଖାଇଲେ ୪ ବ୍ୟବସାୟୀ

ବାଉଁଶୁଣୀ,୨୯ା୭(ଡି.ଏନ୍‌.ଏ.): ମନ୍ତ୍ରୀଙ୍କ ଗାଡିକୁ ପିଛା କରିବା ଅଭିଯୋଗରେ ବୁଧବାର ରାତିରେ ପୋଲିସଠାରୁ ମାଡ ଖାଇ ୪ ଜଣ ଯୁବକ ମନମୁଣ୍ଡା ଥାନାରେ ଅଟକ ରହିବା ଘଟଣା...

ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ: ଜିଲା ପ୍ରଶାସନର ସହାୟତା ଲୋଡ଼ିଲେ ବାପା

କୋରୁକୋଣ୍ଡା, ୧୧।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତାପାରି ୩ ପଞ୍ଚାୟତ ଏମ୍‌ଭି ୧୦୪ ଗ୍ରାମରେ ୪ ବର୍ଷ ପୂର୍ବେ ଅର୍ଜୁନ କୀର୍ତ୍ତନିଆ ଓ...

ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା, ଓଡ଼ିଶାରେ ପ୍ରଥମ

ଭୁବନେଶ୍ୱର,୫।୬(ବ୍ୟୁରୋ):  ଓଡ଼ିଶା ମନ୍ତ୍ରିମଣ୍ଡଳ ପରିବର୍ତ୍ତନ ହେବ। ରବିବାର ନୂଆ ମନ୍ତ୍ରୀମାନେ ଶପଥ ନେବେ। ସେଥିପାଇଁ ସମସ୍ତ ମନ୍ତ୍ରୀ ଶନିବାର ଇସ୍ତଫା ଦେଇଛନ୍ତି। ନୂଆ ମନ୍ତ୍ରିମଣ୍ଡଳରେ ୧୩ଜଣ...

ବଜ୍ରପାତରେ ଜଳିଗଲା ୨୯ ବଖରା

ପାଟଣା/ହାଟଡିହୀ/ରୂପସା/ଭଦ୍ରକ ଅଫିସ,୨।୫: କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନର ବଜ୍ରପାତ ଘଟି ଗଛ ସହ ୨୯ ବଖରା ଜଳିଯାଇଛି। କେନ୍ଦୁଝର ପାଟଣା ବ୍ଲକରେ...

ପୋଲସରା ବିଧାୟକଙ୍କୁ କରୋନା

ବ୍ରହ୍ମପୁର ଅଫିସ,୨୪।୭: ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନା ସଂକ୍ରମିତ ହୋଇଛନ୍ତି।...

Advertisement
Archives

Model This Week