ଶଙ୍ଖ ଧରିଲେ ପ୍ରଦୀପ ମାଝି

ଭୁବନେଶ୍ୱର,୬ା୧୧(ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଇଥିବା ନବରଙ୍ଗପୁରର ପୂର୍ବତନ ଏମ୍‌ପି ପ୍ରଦୀପ ମାଝି ଶନିବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।

ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ,ଏମ୍‌ପି ରମେଶ ମାଝି, ବିଜେଡିର ନବରଙ୍ଗପୁର ଜିଲା ପ୍ରଭାରୀ ତଥା କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ପୂର୍ବତନ ମନ୍ତ୍ରୀ ଚନ୍ଦ୍ରସାରଥୀ ବେହେରାଙ୍କ ଉପସ୍ଥିତିରେ ପ୍ରଦୀପ ଆଜି ବିଜେଡିରେ ସାମିଲ ହୋଇଛନ୍ତି।

ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୨ରେ ପ୍ରଦୀପ କଂଗ୍ରେସରୁ ଇସ୍ତଫା ଦେଇଥିଲେ। କଂଗ୍ରେସରେ ଆଉ ଲୋକଙ୍କ ସେବା କରିବାକୁ ସୁଯୋଗ ମିଳୁ ନ ଥିବା କହି ସେ ଦଳ ଛାଡ଼ିଥିଲେ। ପରେ ସେ ବିଜେଡିରେ ମିଶିବା ନେଇ ଘୋଷଣା ବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri