Posted inରାଜ୍ୟ

ପ୍ରଦୀପ ମହାରଥୀ ଗୁରୁତର: ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୧୦(ବ୍ୟୁରୋ)-ପୂର୍ବତନ ମନ୍ତ୍ରୀ ତଥା ପିପିଲିର ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ସ୍ବାସ୍ଥ୍ୟ ଗୁରୁତର ହୋଇପଡିଛି। ସେ ଗତ କିଛିଦିନ ହେବ ସମ୍‌ ଅଲଟିମେଟ ମେଡିକେୟାରରେ ଚିକିିତ୍ସିତ ହେଉଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ମହାରଥୀଙ୍କ ପରିବାର ସଦସ୍ୟଙ୍କ ସହ ଟେଲିଫୋନ ଯୋଗ ସ୍ବାସ୍ଥ୍ୟ କଥା ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ମହାରଥୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଶୀଘ୍ର ଆରୋଗ୍ୟ ପାଇଁ ସମସ୍ତ ପ୍ରକାର ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ମହାରଥୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଟେଲିଫୋନ ଯୋଗେ କଥା ହୋଇ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri