ବିଜେଡିରେ ଯୋଗ ଦେବେ ପ୍ରଦୀପ ମାଝି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ନବରଙ୍ଗପୁରର ପୂର୍ବତନ କଂଗ୍ରେସ ଏମ୍‌ପି ପ୍ରଦୀପ ମାଝି ଶନିବାର ବିଜେଡିରେ ଯୋଗ ଦେବେ। ନବରଙ୍ଗପୁରରେ ଆସନ୍ତାକାଲି ପ୍ରଦୀପ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେବେ । କିଛି ବରିଷ୍ଠ କଂଗ୍ରେସ ନେତା ଓ କର୍ମୀ ବି ଏହି ଅବସରରେ ବିଜେଡିରେ ସାମିଲ ହେବା ନେଇ ଯୋଜନା ରହିଛି ।
ତେବେ ଏହି ମିଶ୍ରଶ ପ୍ରକ୍ରିୟା ଭର୍ଚୁଆଲ ମାଧ୍ୟମରେ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଭର୍ଚୁଆଲ ମାଧ୍ୟମରେ ଯୋଗ ଦେବେ। ଏବଂ ବିଜେଡିର କିଛି ବରିଷ୍ଠ ନେତା ଓ ମନ୍ତ୍ରୀ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି ।

ପ୍ରଦୀପ ମାଝି ଗତମାସ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ବିଜେଡିରେ ଯୋଗ ଦେବା ନେଇ ସେ ଆନୁଷ୍ଠାନିକ ଭାବେ ଘୋଷଣା ମଧ୍ୟ କରିଥିଲେ । ଦକ୍ଷିଣାଞ୍ଚଳର ବିକାଶ ଲାଗି କଂଗ୍ରେସରୁ ଇସ୍ତଫା ଦେଇଥିବା ସେ କହିଥିଲେ । ସେହିପରି ତାଙ୍କ ସହ କଂଗ୍ରେସର କିଛି ବରିଷ୍ଠ ବିିଧାୟକ ବି ଦଳ ଛାଡ଼ିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନର ୯ ଘଣ୍ଟା ମଧ୍ୟରେ ଟିକେଟ କଟିଲା

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମେ’ ୧୫ ସୁଦ୍ଧା ଯୁକ୍ତ୨ ଫଳ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗତ ୨ଦିନ ହେବ...

ଆସିବ ସ୍ବତନ୍ତ୍ର ଯୁବ ବଜେଟ

ଭୁବନେଶ୍ୱର,୨୫।୪(ଅନିଲ ଦାସ)/ହିଞ୍ଜିଳିକାଟୁ(ଦ୍ୱିତୀକୃଷ୍ଣ ପଣ୍ଡା/ଶେରଗଡ଼(ସୂର୍ଯ୍ୟନାରାୟଣ ଦାଶ)ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ହେବ। ଯୁବ ବର୍ଗଙ୍କ ପାଇଁ ରାଜ୍ୟରେ ଆସିବ ସ୍ବତନ୍ତ୍ର ଯୁବ ବଜେଟ। ୨୦୨୪ରୁ ୨୦୩୪ ଦଶକ...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri