ବିଜେଡିରେ ଯୋଗ ଦେବେ ପ୍ରଦୀପ ମାଝି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ନବରଙ୍ଗପୁରର ପୂର୍ବତନ କଂଗ୍ରେସ ଏମ୍‌ପି ପ୍ରଦୀପ ମାଝି ଶନିବାର ବିଜେଡିରେ ଯୋଗ ଦେବେ। ନବରଙ୍ଗପୁରରେ ଆସନ୍ତାକାଲି ପ୍ରଦୀପ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେବେ । କିଛି ବରିଷ୍ଠ କଂଗ୍ରେସ ନେତା ଓ କର୍ମୀ ବି ଏହି ଅବସରରେ ବିଜେଡିରେ ସାମିଲ ହେବା ନେଇ ଯୋଜନା ରହିଛି ।
ତେବେ ଏହି ମିଶ୍ରଶ ପ୍ରକ୍ରିୟା ଭର୍ଚୁଆଲ ମାଧ୍ୟମରେ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଭର୍ଚୁଆଲ ମାଧ୍ୟମରେ ଯୋଗ ଦେବେ। ଏବଂ ବିଜେଡିର କିଛି ବରିଷ୍ଠ ନେତା ଓ ମନ୍ତ୍ରୀ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି ।

ପ୍ରଦୀପ ମାଝି ଗତମାସ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ବିଜେଡିରେ ଯୋଗ ଦେବା ନେଇ ସେ ଆନୁଷ୍ଠାନିକ ଭାବେ ଘୋଷଣା ମଧ୍ୟ କରିଥିଲେ । ଦକ୍ଷିଣାଞ୍ଚଳର ବିକାଶ ଲାଗି କଂଗ୍ରେସରୁ ଇସ୍ତଫା ଦେଇଥିବା ସେ କହିଥିଲେ । ସେହିପରି ତାଙ୍କ ସହ କଂଗ୍ରେସର କିଛି ବରିଷ୍ଠ ବିିଧାୟକ ବି ଦଳ ଛାଡ଼ିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ପିଟି ପିଟି ହତ୍ୟା, ଭିଡିଓ ଭାଇରାଲ

ରାଉରକେଲା ଅଫିସ୍‌,୯।୭: ରାଉରକେଲା ଷ୍ଟିଲ ପ୍ଲାଣ୍ଟ (ଆର୍‌ଏସ୍‌ପି) ପରିସରରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରିଦିଆଯାଇଥିବା ଭିଡିଓ ଭାଇରାଲ ହୋଇଛି। ମୃତକ ହେଲେ ଲାଠିକଟା...

ଅଣସର ସମୟର ନିଷିଦ୍ଧ ନିୟମ: ବିବାହିତ ଝିଅ ବାପଘରକୁ ଆସନ୍ତି ନାହିଁ

ପୁରୀ ଅଫିସ, ୨୩ା୬: ସରିଛି ସ୍ନାନଯାତ୍ରା। ଜ୍ୱରରେ ପୀଡ଼ିତ ମହାପ୍ରଭୁଙ୍କର ଅଣସର ଘରେ ଚାଲିଛି ଗୁପ୍ତସେବା। ଚତୁର୍ଦ୍ଧାବିଗ୍ରହଙ୍କ ସେବାରେ ଗୋଷ୍ଠୀଗତ ଭାବେ ଲାଗିପଡ଼ିଛନ୍ତି ଦଇତାପତି ସେବକ।...

ଧରାପଡ଼ିଲେ ବ୍ରାଉନସୁଗାର ଡିଲର ଲାଡେନ, ରାଜୁ

ଭୁବନେଶ୍ୱର(ବ୍ୟୁରେ)/ବାଲିଅନ୍ତା (ଡି.ଏନ୍‌.ଏ.),୧୦।୨: ଅପରେଶନ ପଏଣ୍ଟ ଥିଲା ଫୁଲନଖରା ଛକରୁ ସିମ୍ପୋନୀ ମଲ୍‌ ସମ୍ମୁଖ ଜାତୀୟ ରାଜପଥ। ଟାର୍ଗେଟ ଥିଲା ବାଲେଶ୍ୱରରୁ ଭୁବନେଶ୍ୱର ଆସୁଥିବା ବ୍ରାଉନସୁଗାର ମାଫିଆ...

ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ସାଜିଲେ ଘାତକ

ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ବିଜେଡିରେ ଥିବା ଦୁଇ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ଚଳିତ ନିର୍ବାଚନରେ ଘାତକ ସାଜିଛନ୍ତି। ବୁଧବାର ଭୋଟ ଗ୍ରହଣ ବେଳେ...

ଦାରିଙ୍ଗବାଡ଼ିରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜ୍ୟରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ରାତି ୧୧ଟା ପରେ କୁହୁଡ଼ି ସହିତ ଥଣ୍ଡା ଅନୁଭୂତ ହେଉଛି। ଆସନ୍ତା ୩ରୁ ୪ ଦିନ...

ନର୍ସଙ୍କ ଅସାବଧାନତା: ଇଞ୍ଜେକ୍‌ସନ ଦେବା ବେଳେ ଶିଶୁ ପିଚାରେ ରହିଗଲା ଛୁଞ୍ଚି, ମାସେ ଯନ୍ତ୍ରଣା ପରେ ବାହାରିଲା

ମାଧପୁର, ୧୭ା୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ ମାଧପୁରରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କମ୍ପଲା ପଞ୍ଚାୟତ ମହନଖୋଳି ଗ୍ରାମର ସୀତାକାନ୍ତ ପଣ୍ଡାଙ୍କ...

ଜଗା, କାଳିଆଙ୍କୁ ଭେଟିଲେ ମନ୍ତ୍ରୀ ଅଶୋକ ପଣ୍ଡା

କଟକ ଅଫିସ,୨୫-୯: ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା କନ୍ଧମାଳ ଜିଲାର ଜଗା, କାଳିଆଙ୍କୁ ମଙ୍ଗଳବାର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ସାମାଜିକ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୮ଜଣ ପିଲା ଅଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୮୬...

Advertisement
Archives

Model This Week