ପ୍ରଦୀପ ମୁନି ବିଜେଡିରୁ ନିଲମ୍ବିତ

ଫୁଲବାଣୀ ଅଫିସ, ୯ା୪: ଫୁଲବାଣୀ ପୌର ପରିଷଦ ନିର୍ବାଚନରେ ଦଳ ବିରୋଧରେ କାମ କରିବା ଅଭିଯୋଗରେ କନ୍ଧମାଳ ଜିଲା ବିଜେଡି ସାଧାରଣ ସମ୍ପାଦକ ପ୍ରଦୀପ ମୁନିଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ(ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ ଏକ ପ୍ରେସ୍‌ ବିବୃତିରେ ଏହା ଜଣାଇଛନ୍ତି।
ସୂଚନାଯୋଗ୍ୟ, ମୁନି ପୂର୍ବରୁ ଫୁଲବାଣୀ ପୌର ପରିଷଦର କାଉନସିଲର ଥିବା ବେଳେ ତାଙ୍କ ସ୍ତ୍ରୀ ପୌରାଧ୍ୟକ୍ଷ ଥିଲେ। ଚଳିତ ନିର୍ବାଚନରେ ପୌରାଧ୍ୟକ୍ଷା ପଦବୀରେ ନିଜ ସ୍ତ୍ରୀଙ୍କୁ ଟିକେଟ ଦେବା ଲାଗି ପ୍ରଦୀପ ଉଦ୍ୟମ କରିଥିଲେ। ଶେଷ ପର୍ଯ୍ୟନ୍ତ ଟିକେଟ ତାଙ୍କ ସପକ୍ଷରେ ଥିବା ଆଲୋଚନା ହେଉଥିଲା। ହେଲେ ଅନ୍ତିମ ପର୍ଯ୍ୟାୟରେ ଟିକେଟ ମିଳି ନ ଥିଲା। ଏପରିକି ନିଜ ୱାର୍ଡରେ ଦଳୀୟ କାଉନସିଲର ପ୍ରାର୍ଥୀଙ୍କୁ ସେ ଜିତାଇବାରେ ବି ସକ୍ଷମ ହୋଇ ନ ଥିଲେ।ା
ଅପରପକ୍ଷେ ଏହି ପୌର ପରିଷଦ ନିର୍ବାଚନରେ ଦଳ ବିରୋଧୀ କାର୍ଯ୍ୟ କରିବା ଅଭିଯୋଗରେ ବିଜେଡିର ୩ ନଂ ୱାର୍ଡର ପୂର୍ବତନ କାଉନସିଲର ଭାଗବତ ବେହେରା ଓ ୧୦ ନଂ ୱାର୍ଡର ପୂର୍ବତନ କାଉନସିଲର ଶ୍ରୀବତ୍ସ ବେହେରାଙ୍କୁ ଜିଲା ସଭାପତି ସରୋଜ କର୍ଣ୍ଣ ନିଲମ୍ବିତ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ପାଇଁ ବିକଳ୍ପ ଚାଷ କରାଯାଉ: ଘୋଡା ନାଚ ମାଧ୍ୟମରେ ହାତୀ ସୁରକ୍ଷା ସଚେତନତା

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ, ଟାଟା ପାୱାର ଏବଂ ସ୍ନେହା ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଚାଲିଥିବା ହାତୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ…

କାହାକୁ ଡରୁଥିଲା ପାକିସ୍ତାନ, କେମିତି ନଇଁଲା ଆଉ କିଏ ବୁଝାଇଲା? ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚର ଇନସାଇଡ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ସରକାର ମ୍ୟାଚ ବର୍ଜନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିନେଇଛି। ପାକିସ୍ତାନର ଏହି ନିଷ୍ପତ୍ତି ଟୁର୍ଣ୍ଣାମେଣ୍ଟରେ ଚାଲିଥିବା ଅଚଳାବସ୍ଥାର ଅନ୍ତ ଘଟାଇଛି। ୨୦୨୬ ଟି-୨୦ ବିଶ୍ୱକପର…

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

ମା’ବାପାଙ୍କ ଗାଳିକୁ ସହିପାରିଲେନି, ଏକାଥରେ ବିଷ ପିଇ ୪ ନାବାଳିକାଙ୍କ ଆତ୍ମହତ୍ୟା

ଔରଙ୍ଗାବାଦ,୧୦।୨: ପୁଅମାନଙ୍କ ସହ ମିଳାମିଶା କରୁଥିବାରୁ ଝିଅଙ୍କୁ ସେମାନଙ୍କ ମା’ବାପା ଗାଳିଦେଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ୫ ନାବାଳିକା ଏକାଠି ବିଷ ପିଇଦେଲେ । ସେମାନଙ୍କ ମଧ୍ୟରୁ…

ଡିଜିଟାଲ ଗଣମାଧ୍ୟମ ଓ ଶିଶୁ

ନିକଟରେ ବିଶ୍ୱର ପ୍ରଥମ ଦେଶ ରୂପେ ଅଷ୍ଟ୍ରେଲିଆ ଆଇନ କରିଛି ୧୬ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ୧୦ ବଡ଼ ବଡ଼ ଡିଜିଟାଲ ଗଣମାଧ୍ୟମକୁ ନିଷିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri