ଭୁବନେଶ୍ୱର,୧୨।୧ ଟାଟା କନ୍ସଲଟାନ୍ସୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଭୁବନେଶ୍ୱର ଜେଏମଏଫ୍ସି-୧ରେ ହାଜର ହେଲେ ଏମ୍ପି ପ୍ରଦୀପ ପାଣିଗ୍ରାହୀ। ଆକାଶ ପାଠକ ମଧ୍ୟ ଭୁବନେଶ୍ୱର ଜେଏମଏଫ୍ସି-୧ରେ ହାଜର ହୋଇଛନ୍ତି। ଏବେ କୌଣସି ମନ୍ତବ୍ୟ ଦେବା ଠିକ ନୁହେଁ କହିଛନ୍ତି ପ୍ରଦୀପ ପାଣିଗ୍ରାହୀ। ପୂର୍ବରୁ ବ୍ରହ୍ମପୁର କୋର୍ଟ ୫ଟି ମାମଲା ରଦ୍ଦ କରିଛନ୍ତି।
Posted inଆମ ଜିଲା ଖବର, ମେଟ୍ରୋ, ରାଜ୍ୟ View All
ଘରକୁ ଫେରୁଥିଲେ ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା: ଆଖିବୁଜିଦେଲେ ଯୁବ ବିଜେଡିର ସୁସଙ୍ଗଠକ, ୩ ଗୁରୁତର
ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ବୁଲେଟ୍ ଓ ସ୍କୁଟି ମଧ୍ୟରେ…
ଆକ୍ସନରେ ପ୍ରଶାସନ: ଇଟା ଭାଟିରେ ଚଢ଼ିଲା ବୁଲ୍ଡୋଜର
ଆସିକା,୨୭।୨: ଗଞ୍ଜାମ ଜିଲା ଋଷିପୁର ନିକଟରେ ଥିବା ବେଆଇନ ଇଟା ଭାଟିରେ ଶୁକ୍ରବାର ବୁଲ୍ଡୋଜର ଚଢିଛି। ତହସିଲଦାରଙ୍କ ସହ ସ୍ଥାନୀୟ ପୋଲିସ ଉପସ୍ଥିତରେ କଟାଯାଇଥିବା ହଜାର ହଜାର…
କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…
ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା…
ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…
ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର…
ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…
ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ।…
ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀକୁ ନେଇ ଭକ୍ତଙ୍କ ବଡ଼ ଘୋଷଣା, ଲିଷ୍ଟରେ ରଖିଲେ ଏହି ୫ ଜଣଙ୍କ ନାଁ, ଜାଣନ୍ତୁ କିଏ…
ଭୁବନେଶ୍ୱର,୨୭।୨: ରାଜ୍ୟ ସଭା ନିର୍ବାଚନକୁ ନେଇ କସରତ ଚାଲିଛି। ଏହି ସମୟରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ…
ଦିନ ଦ୍ୱିପ୍ରହରେ ହେଲମେଟ୍ ଚୋରି, ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦେଖନ୍ତୁ ଭିଡିଓ…
ଗଞ୍ଜାମ,୨୭।୨(ବିଦ୍ୟାଧର ସାହୁ ): ଆଉ ଦୁଇ ଦିନ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା । ବର୍ତ୍ତମାନ ସାହି ଗୁଡିକରେ ଏହି…
ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ
ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ…
Archives

