ଭୁବନେଶ୍ୱର,୧୨।୧ ଟାଟା କନ୍ସଲଟାନ୍ସୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଭୁବନେଶ୍ୱର ଜେଏମଏଫ୍ସି-୧ରେ ହାଜର ହେଲେ ଏମ୍ପି ପ୍ରଦୀପ ପାଣିଗ୍ରାହୀ। ଆକାଶ ପାଠକ ମଧ୍ୟ ଭୁବନେଶ୍ୱର ଜେଏମଏଫ୍ସି-୧ରେ ହାଜର ହୋଇଛନ୍ତି। ଏବେ କୌଣସି ମନ୍ତବ୍ୟ ଦେବା ଠିକ ନୁହେଁ କହିଛନ୍ତି ପ୍ରଦୀପ ପାଣିଗ୍ରାହୀ। ପୂର୍ବରୁ ବ୍ରହ୍ମପୁର କୋର୍ଟ ୫ଟି ମାମଲା ରଦ୍ଦ କରିଛନ୍ତି।
Posted inଆମ ଜିଲା ଖବର, ମେଟ୍ରୋ, ରାଜ୍ୟ View All
ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ
କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…
ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …
୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…
ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…
ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…
ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ
ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍ ପାଇଁ ଗର୍ଜିଲେ ରାଜ୍ୟର ହଜାର…
ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା
ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…
ଜୁନ୍ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…
ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…
ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…
ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…
ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ
ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…
Archives

