ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବିଜେଡିରୁ ବହିଷ୍କୃତ  ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ସୋମବାର ଖାରଜ ହୋଇଛି। ଅନ୍ୟପଟେ ତାଙ୍କ ବିରୋଧରେ ଲୋକାୟୁକ୍ତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି। ଭୁବନେଶ୍ୱର ଏଡିଜେ-୩ ଜାମିନ ଆବେଦନ ଖାରଜ କରିବା ପରେ ପାଣିଗ୍ରାହୀଙ୍କୁ ନିରାଶ ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରୁ ମିଳିଲା ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅଙ୍କ ମୃତଦେହ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗଙ୍କ ମୃତଦେହକୁ ରବିବାର ଜବତ କରାଯାଇଛି। ରାଜଧାନୀ ଉପକଣ୍ଠ ପାତ୍ରପଡ଼ା ଗାଁର ଏକ ପୋଖରୀରୁ ସନ୍ଦେହଜନକ...

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ରାଇରଙ୍ଗପୁର,୨୮ା୪: ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଞ୍ଚଳର ଜନୈକା ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବହଳଦା ଥାନା...

ଆନ୍ଧ୍ରରେ ବନ୍ଧା ୨ ହଜାର ବଣ୍ଡା

ମାଲକାନଗିରି,୨୭।୧୦: ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟିରେ ରହୁଛନ୍ତି ବଣ୍ଡା ଆଦିବାସୀ। ଏହି ଆଦିମ ଜନଜାତିଙ୍କ ଜୀବନମାନରେ ଉନ୍ନତି ଆଣିବା ପାଇଁ ସରକାରୀ ଓ ଘରୋଇ...

ବନ୍ଦ ପ୍ରକୋଷ୍ଠରୁ ୨ ଶିଶୁ ଉଦ୍ଧାର

ପରଜଙ୍ଗ, ୨୮।୧(ଡି.ଏନ.ଏ.): ପାଳିତ ମା’ବାପାଙ୍କ ଦ୍ୱାରା ଅକଥନୀୟ ନିର୍ଯାତନାର ଶିକାର ହୋଇଥିବା ୨ କୋମଳମତି ଶିଶୁଙ୍କୁ ବନ୍ଦ ପ୍ରକୋଷ୍ଠରୁ ଉଦ୍ଧାର କରିଛି ଢେଙ୍କାନାଳ ଜିଲା ପରଜଙ୍ଗ...

ଚାକିରିରେ ଯୋଗ ଦେବା ପୂର୍ବରୁ ଜୀବନ ହାରିଲେ ଓଏଫ୍‌ଏସ୍‌ ଅଧିକାରୀ

ଭୁବନେଶ୍ୱର,୨୯ା୬(ବ୍ୟୁରୋ) : ଚାକିରିରେ ଯୋଗ ଦେବାର ଗୋଟିଏ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି ଓଏଫ୍‌ଏସ୍‌ ଅଧିକାରୀ। ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଖଣ୍ଡଗିରି ଥାନା...

‘ପରୀ’ ଶୁଣାଣି ଘୁଞ୍ଚିଲା

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଗୁରୁବାର ସୁପ୍ରିମକୋର୍ଟରେ ବହୁ ଚର୍ଚ୍ଚିତ ପରୀ ମାମଲାର ଶୁଣାଣି କରାଯାଇଛି। ତେବେ ପରୀ ମା’ଙ୍କ ପକ୍ଷର ଓକିଲଙ୍କ ଯୁକ୍ତି ଶୁଣି ସାରିବା ପରେ ସୁପ୍ରିମକୋର୍ଟ...

ଧଳତଙ୍ଗଗଡ଼କୁ ସଂରକ୍ଷିତ ଜଙ୍ଗଲ ମାନ୍ୟତା ମିଳୁନି

ଜଗତ୍‌ସିଂହପୁର ଅଫିସ,୨୧ା୩: ମାର୍ଚ୍ଚ ୨୧ ତାରିଖକୁ ବିଶ୍ୱ ଅରଣ୍ୟ ଦିବସ ଭାବେ ପାଳନ କରାଯାଉଛି। ଓଡ଼ିଶାର କମ ଜଙ୍ଗଲ ଥିବା ଜିଲାଗୁଡିକ ମଧ୍ୟରେ ଜଗତ୍‌ସିଂହପୁର ରହିଛି।...

କଂଗ୍ରେସ ଗଢ଼ିବ କ୍ୟାଡର ବେସ୍‌ ସଙ୍ଗଠନ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସ ସାରା ଦେଶରେ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଥିଲା। ସମାନଭାବେ ରାଜ୍ୟରେ ମଧ୍ୟ କଂଗ୍ରେସର ପ୍ରଦର୍ଶନ ଅତ୍ୟନ୍ତ...

Advertisement
Archives

Model This Week