ବିଜୟ ପରେ ପ୍ରତିକ୍ରିୟାରେ ନବୀନଙ୍କୁ ପ୍ରଶଂସା କଲେ ପ୍ରଦୀପ

ଭୁବନେଶ୍ୱର,୫।୬: ବ୍ରହ୍ମପୁରରେ ଭାଜପା ଏମ୍‌ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ବିଜୟ ହୋଇଛନ୍ତି। ବିଜୟ ପରେ ପ୍ରଦୀପ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ମୋତେ ଯୋଗ୍ୟ ମନେକରି ନିର୍ବାଚନରେ ଲଢେବାକୁ ସୁଯୋଗ ଦେଇଥିଲେ। ଏନେଇ ଭାଜପା ନେତୃବୃନ୍ଦଙ୍କ ସହ ପ୍ରଭୁ ଜଗନ୍ନାଥ ଏବଂ ଓଡ଼ିଶାବାସୀଙ୍କ ପାଖରେ କୃତଜ୍ଞ ।

ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖରେ ମଧ୍ୟ ଚିର କୃତଜ୍ଞ । କାରଣ ଆଜି ସେ ଯେଉଁ ଜାଗାରେ ପହଞ୍ଚିଛନ୍ତି ସେଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭୂମିକା ଅତୁଳନୀୟ। ସେ ହିଁ ମୋତେ ଇଣ୍ଟରଭ୍ୟୁ କରି ଦଳରେ ସ୍ଥାନ ଦେଇଥିଲେ । ପରେ ନିର୍ବାଚନ ଲଢିବାକୁ ସୁଯୋଗ ଦେଇଥିଲେ। ତା’ପରେ ୩ ଥର ବିଧାୟକ ହେବାକୁ ସୁଯୋଗ ଦେଲେ । ମନ୍ତ୍ରୀ ପଦ ମଧ୍ୟ ଦେଲେ, ଆହୁରି ଅନେକ କିଛି ସୁଯୋଗ ଦେଇଛନ୍ତି । ତେଣୁ ତାଙ୍କୁ ଥରୁଟିଏ ହେଲେ ବି ମୁଁ ଦେଖା କରିବାକୁ ଚାହୁଁଛି’ ବୋଲି କହିଛନ୍ତି ଭଜପା ନବନିର୍ବାଚିତ ଏମ୍‌ପି ପ୍ରଦୀପ କହିଛନ୍ତି।

ଏପରିକି ପ୍ରଚଣ୍ଡ ଜନାଦେଶ ରାଜ୍ୟରେ ଏକ ପରିବର୍ତ୍ତନ ଆଣିବା ସହ ଲେଖା ଛିଣ୍ଡିଲା ବୋଲି ପ୍ରଦୀପ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟାପାଙ୍ଗା ଗ୍ରାମ ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣ: ୨ ମୃତ

ରାଇକିଆ/ଜି.ଉଦୟଗିରି,୧୩/୦୩(ପ୍ରଦୀପ ବେହେରା/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପାଙ୍ଗା ଗ୍ରାମ ଡ. ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣରେ ଦୁଇ ଜଣ ଗ୍ରାମବାସୀ…

ଗୁରୁତର ପୁଅ ଆମ୍ବୁଲାନ୍ସରେ, ବାପା ଥାନାରେ: ଭଞ୍ଜନଗର ମେଡିକାଲରେ ଡାକ୍ତରଙ୍କ ‘ଗୁଣ୍ଡାରାଜ’, ଦିବ୍ୟାଙ୍ଗ ମହିଳାଙ୍କୁ ବି…

ଭଞ୍ଜନଗର, ୧୩।୩ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରୋଗୀଙ୍କୁ ସେବା ଯୋଗାଇବା ପରିବର୍ତ୍ତେ ଜଣେ…

ବରଗଡ଼ରେ ପ୍ରଶାସନର ଅତର୍କିତ ଚଢ଼ାଉ: ୧୭ ତମାଖୁ ବ୍ୟବସାୟୀଙ୍କୁ ଜରିମାନା, ହୋଟେଲ ଓ ଔଷଧ ଦୋକାନୀଙ୍କୁ …

ବରଗଡ଼, ୧୩।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଶୁକ୍ରବାର ପ୍ରଶାସନିକ ସ୍କ୍ବାର୍ଡ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି। ତମାଖୁ ନିୟନ୍ତ୍ରଣ…

ବାପାମା’ ନ ଥିବା ବେଳେ କରୁଥିଲେ ବଳାତ୍କାର, ନାବାଳିକା ଗର୍ଭବତୀ ହେବା ପରେ ଫେରାର;  ୪୬ ବର୍ଷୀୟ ତାରିଣୀଙ୍କୁ…

ମୋହନା, ୧୩।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ବଳାତ୍କାର କରାଯାଇଥିବା ଭଳି ଏକ ଅତ୍ୟନ୍ତ ଘୃଣ୍ୟ ଘଟଣା…

ହାଟକୁ ବାଇଗଣ ବିକିବାକୁ ଯାଉଥିଲେ, ବାଟରେ ଛକିଥିଲା ଯମ, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା…

ବଲାଙ୍ଗୀର, ୧୩।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁଷୁରାଗୁଡ଼ଭେଲା ମୁଖ୍ୟ ରାସ୍ତାର ଡୁଙ୍ଗୁରିପାଲି ନିକଟରେ…

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri