ନୀତୀନ ଗଡକରୀଙ୍କଠାରେ ଏସବୁ ଦାବି କରିଥିଲେ ପ୍ରଦୀପ ପୁରୋହିତ, କେନ୍ଦ୍ରମନ୍ତ୍ରୀ ଦେଲେ ବଡ଼ ସୂଚନା

ବରଗଡ,୨୦।୯(ପ୍ରେମାନନ୍ଦ ଖମାରୀ) : ବଲାଙ୍ଗୀର-ପାଟଣାଗଡ-ହରିଶଙ୍କର- ନୃସିଂହନାଥ -ପାଇକମାଳ- ନୂଆପଡ଼ାକୁ ଜାତୀୟ ରାଜପଥ ଅନ୍ତର୍ଭୁକ୍ତ କରିବା ପାଇଁ ବରଗଡ ସାଂସଦ ପ୍ରଦୀପ ପୁରୋହିତ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ବିଭାଗ ମନ୍ତ୍ରୀ ନୀତୀନ ଗଡକରୀଙ୍କଠାରେ ଦାବି କରିଥିଲେ । କେନ୍ଦ୍ରମନ୍ତ୍ରୀ ଗଡକରୀ ଏହି ଦାବିର ଉତ୍ତର ରଖିଛନ୍ତି । ଏହି ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ତାଙ୍କ ପତ୍ରରେ ଲେଖିଛନ୍ତି, ବିଭିନ୍ନ ରାଜ୍ୟ ସରକାର ଓ କେନ୍ଦ୍ର ଶାସିତ ଅଞ୍ଚଳ ସରକାରଙ୍କ ଦାବିକୁ ତର୍ଜମା କରି କେନ୍ଦ୍ର ସରକାର ନୂତନ ଜାତୀୟ ରାଜପଥ ନିର୍ମାଣ କିମ୍ବା ରାଜ୍ୟ ରାଜପଥକୁ ଜାତୀୟ ରାଜପଥରେ ବିକଶିତ କରିଥାନ୍ତି। ଏଥିପାଇଁ କେତେକ ନୀତି ନିୟମ ମଧ୍ୟ ରହିଛି । ସାଂସଦ ପୁରୋହିତଙ୍କ ଦାବିକୁ ଗୁରୁତର ସହ ନେଇ ସେ ଏହାର ତର୍ଜମା କରି ଯଥାର୍ଥ ପଦକ୍ଷେପ ଗ୍ରହଣ କରିବେ ବୋଲି କେନ୍ଦ୍ରମନ୍ତ୍ରୀ ଗଡକରୀ ତାଙ୍କ ପତ୍ରରେ ଦର୍ଶାଇଛନ୍ତି । ସୂଚନାଯୋଗ୍ୟ, ବଲାଙ୍ଗୀର -ପାଟଣାଗଡ- ହରିଶଙ୍କର – ନୃସିଂହନାଥ – ପାଇକମାଳ- ନୂଆପଡ଼ା ସଡ଼କପଥକୁ ଜାତୀୟ ରାଜପଥ ମାନ୍ୟତା ପ୍ରଦାନ କରିବାକୁ ସାଂସଦ ପୁରୋହିତ ଦାବି କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?