Advertisement

ପ୍ରଦୀପ ପୁରୋହିତ ହେଲେ ଭାଜପା ପ୍ରାର୍ଥୀ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ପଦ୍ମପୁର ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ହେଲେ ବରିଷ୍ଠ ନେତା ପ୍ରଦୀପ ପୁରୋହିତ। ଏନେଇ ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ପ୍ରଦୀପଙ୍କ ନାଁ ଘୋଷଣା କରାଯାଇଛି।

ପଦ୍ମପୁରରେ ବିଜେଡି ବିଧାୟକଙ୍କ ଦେହାନ୍ତ ପରେ ଆସନ ଖାଲି ପଡିଥିଲା । ତେବେ ଡିସେମ୍ବର ୫ରେ ପଦ୍ମପୁରରେ ଉପନିର୍ବାଚନ ହେବ। ଏଥିଲାଗି ନଭେମ୍ବର ୧୦ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ନଭେମ୍ବର ୧୮ରେ ପ୍ରାର୍ଥୀପତ୍ର ଯାଞ୍ଚ, ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଏବଂ ନଭେମ୍ବର ୨୧ରେ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ କ୍ଲିକ୍‌ରେ ରଜପାନ

ଭୁବନେଶ୍ୱର, ୧୪।୬(ବ୍ୟୁରୋ) : ରଜରେ ପାନର ଭିନ୍ନ ଏକ ସ୍ବତନ୍ତ୍ରତା ରହିଛି। ପୋଡ଼ପିଠା ବିନା ଯେପରି ରଜ ଅଧୁରା, ପାନ ବିନା ସେପରି ଫିକା ।...

୪୦ ଡିଗ୍ରୀ ଉପରେ ୧୪ ସହର

ଭୁବନେଶ୍ୱର, ୨୭ା୫(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ସମଗ୍ର ରାଜ୍ୟକୁ ଗ୍ରାସ କରିଛି। ଉପକୂଳ ଠାରୁ ଆରମ୍ଭ କରି ପଶ୍ଚିମ ଓ ଆଭ୍ୟନ୍ତରୀଣ କେଉଁଠି ନିସ୍ତାର ନାହିଁ। ପାରଦ...

ଏସ୍‌ସିବିରେ ଜଗା-କାଳିଆ

କଟକ ଅଫିସ,୭।୯: ଏସ୍‌ସିବିରେ କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ। ଶନିବାର ଅପରାହ୍ନରେ ରାଜଧାନୀ ଏକ୍ସପ୍ରେସ୍‌ ଯୋଗେ କଟକ ଷ୍ଟେଶନରେ ପହଞ୍ଚିବା ପରେ ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ...

ଗଣେଶ ବିସର୍ଜନ ବେଳେ ଘଟିଲା ଦୁର୍ଘଟଣା

ବସ୍ତା,୧୨।୯(ଡି.ଏନ.ଏ.): ଗଣେଶ ମୂର୍ତ୍ତି ଭସାଣି ବେଳେ ରବିବାର ସୁବର୍ଣ୍ଣରେଖା ନଦୀ ରାଜଘାଟସ୍ଥିତ ବାରୁଣୀ ଘାଟରେ ଜଣେ ଛାତ୍ର ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ବସ୍ତା...

ଦୁରଦିନରେ ବୁରୁଧ୍‌ ଦମ୍ପତି: ରାଧାଗୋବିନ୍ଦକଁର ଚିକିଛା ଲାଗି ଟଁକା ଅଭାବ୍‌

  ଲୋଇସିଂହା, ୮।୧୨(ଡି.ଏନ.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଦର କୁମ୍ଭାରପଡ଼ାର ରାଧାଗୋବିନ୍ଦ ପୁଟେଲ(୭୦)। ମାଏକିନା ଭଗବତୀ ଆର ପଁାଚ୍‌ ପୁଓକୁଁ ନେଇ ତାକର ପରିବାର...

ଲୋକାର୍ପଣ ପରେ କେନାଲ ଶୁଖିଲା

କେନ୍ଦ୍ରାପଡ଼ା ଅଫିସ,୮ା୮: ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ଗତ ମେ ୧୮ରେ ଉଦ୍‌ଘାଟନ ହୋଇଥିଲା। ଗରଦପୁର ବ୍ଲକ କଳାବୋଦାଠାରେ ଆୟୋଜିତ ଉତ୍ସବ ରାଜ୍ୟ ଜଳସମ୍ପଦ ବିଭାଗ...

‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତ ମାନ୍ୟତା ଦାବି: ମନ୍ତ୍ରୀ ସଚିବଙ୍କ ସହ ଆଲୋଚନା କରି ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୧୨।୩(ବ୍ୟୁରୋ): ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନକୁ ନେଇ ବିଧାନସଭାରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେମାନେ...

୩ ବଖରା ଜଳିଗଲା, ୪ ଛେଳି ଦଗ୍ଧ

ଦିଗପହଣ୍ଡି,୧୨ା୧୧(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଗଡ ସାମନ୍ତରାପୁର ଗଁାରେ ସୋମବାର ଅପରାହ୍ନ ସାଢ଼େ ୩ ଟାରେ ଅଗ୍ନିକାଣ୍ଡ ଘଟି କ୍ରିଷ୍ଣା ପାତ୍ର ଓ ନାଇନା ଗୌଡଙ୍କ ୩...

Advertisement
Archives

Model This Week