ପ୍ରଦୀପ ପୁରୋହିତ ହେଲେ ଭାଜପା ପ୍ରାର୍ଥୀ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ପଦ୍ମପୁର ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ହେଲେ ବରିଷ୍ଠ ନେତା ପ୍ରଦୀପ ପୁରୋହିତ। ଏନେଇ ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ପ୍ରଦୀପଙ୍କ ନାଁ ଘୋଷଣା କରାଯାଇଛି।

ପଦ୍ମପୁରରେ ବିଜେଡି ବିଧାୟକଙ୍କ ଦେହାନ୍ତ ପରେ ଆସନ ଖାଲି ପଡିଥିଲା । ତେବେ ଡିସେମ୍ବର ୫ରେ ପଦ୍ମପୁରରେ ଉପନିର୍ବାଚନ ହେବ। ଏଥିଲାଗି ନଭେମ୍ବର ୧୦ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ନଭେମ୍ବର ୧୮ରେ ପ୍ରାର୍ଥୀପତ୍ର ଯାଞ୍ଚ, ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଏବଂ ନଭେମ୍ବର ୨୧ରେ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଆଗରେ ବେକ କାଟିଲେ ମହିଳା

ସୋନପୁର, ୭।୧୨(ନି.ପ୍ର.): ସୋନପୁର ସହର କୁମ୍ଭାରପଡାରେ ସୋମବାର ରାତିରେ ଏକ ହାଇଡ୍ରାମା ଦେଖିବାକୁ ମିଳିଥିଲା। ଲକ୍ଷ୍ମୀ ବେହେରା(୪୨) ନାମ୍ନୀ ଜଣେ ମହିଳା ସହରସ୍ଥିତ ନୂଆପଡା ଅଞ୍ଚଳର...

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସନାତନ ବିସିଙ୍କ ବିୟୋଗରେ ବିଜୁ ଜନତା ଦଳର ଶୋକ ପ୍ରକାଶ

ଭୁବନେଶ୍ୱର/ସମ୍ବଲପୁର,୧୪।୪(ବ୍ୟୁରୋ): ଓଡିଶାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ, ପ୍ରାକ୍ତନ ରାଜ୍ୟସଭା ସଦସ୍ୟ, କ୍ରୀଡାବିତ, କ୍ରୀଡ଼ା ସଙ୍ଗଠକ ତଥା ପଶ୍ଚିମ ଓଡିଶାର ବର୍ଷିଆନ ରାଜନେତା ସନାତନ ବିସିଙ୍କର ମଙ୍ଗଳବାର ସକାଳେ...

ଆସିଲେନି, ହିସାବ ଦେଲେନି

ଢେଙ୍କାନାଳ ଅଫିସ, ୧୨।୨ ଢେଙ୍କାନାଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲଢୁଥିବା ପ୍ରାର୍ଥୀମାନେ ଠିକ୍‌ ଭାବେ ଖର୍ଚ୍ଚ ବିବରଣୀ ରଖୁନାହାନ୍ତି। ସମୀକ୍ଷା ବୈଠକରେ ମଧ୍ୟ ଉପସ୍ଥିତ...

ଓଭରଲୋଡ୍‌ ସ୍କୁଲ ଗାଡ଼ିର ହେବ କଡ଼ା ଯାଞ୍ଚ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ସ୍କୁଲ ବସ୍‌ ଓ ଅଟୋରେ ଯାଉଥିବା ଛାତ୍ରୀଛାତ୍ରଙ୍କ ଓଭରଲୋଡିଂକୁ ନେଇ କଡ଼ାକଡ଼ି ଯାଞ୍ଚ କରାଯିବ। ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସମସ୍ତ ଆଞ୍ଚଳିକ...

ଭରସା ହରାଉଛି ଅଭିଯୋଗ ବାକ୍ସ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ସଂକ୍ରମଣରୁ ଥାନା ଓ ପୋଲିସ କର୍ମଚାରୀଙ୍କୁ ଦୂରେଇ ରଖିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ କେତେକ ପଦକ୍ଷେପ ଗ୍ରହଣ କରାଯାଇଛି। ଅଭିଯୋଗକାରୀଙ୍କୁ ଆଉ ଥାନା...

ବୈତରଣୀ ବ୍ରିଜ୍‌ରୁ ଡେଇଁ ଯୁବତୀ ନିଖୋଜ, ପାଓ୍ବାର ବୋଟ୍‌ ଯୋଗେ ଚାଲିଛି ଖୋଜା

ଚାନ୍ଦବାଲି,୧୪।୪(ଡି.ଏନ୍‌.ଏ.): ବୈତରଣୀର ସୁଇସାଇଡ୍‌ ଜୋନ ଭାବେ ପରିଚିତ ଚାନ୍ଦବାଲି ଗେମନ ବ୍ରିଜରେ ପୁଣି ଜଣେ ଯୁବତୀ ଡେଇଁ ନିଖୋଜ ଅଛନ୍ତି । ବ୍ରିଜ ଉପରୁ ୫୦...

ଆର୍ଥିକ ମେରୁଦଣ୍ଡ ଦୋହଲାଉଛି ବିପର୍ଯ୍ୟୟ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ବିଭିନ୍ନ ସମୟରେ ଦେଖାଦେଉଥିବା ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଗୋଟିଏ ପରେ ଗୋଟିଏ ବିପର୍ଯ୍ୟୟ ବ୍ୟକ୍ତିଗତ ଓ ସାମଗ୍ରିକ ବିକାଶ...

ଭୁବନେଶ୍ୱର ୨୨୭ନଂ ଆକ୍ରାନ୍ତ ନିଶ୍ଚିନ୍ତକୋଇଲି କଟିକଟା ପଞ୍ଚାୟତର: ଦେହ ଖରାପ ହେବା ପରେ ଏକ ମାସ ଧରି ରହିଥିଲେ ଘରେ, ବୁଲିଛନ୍ତି ହାଟ ବଜାର

ନିଶ୍ଚିନ୍ତକୋଇଲି,୮।୫(ସ୍ବ.ପ୍ର.)- ଭୁବନେଶ୍ୱର ଭିଏସ୍‌ଏସ୍‌ ନଗର କରୋନା ଆକ୍ରାନ୍ତ ହେଉଛନ୍ତି କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟିକଟା ପଞ୍ଚାୟତ ମିରା ସାହିର। ଏହି ୩୪ ବର୍ଷୀୟ ଯୁବକ...

Advertisement
Archives

Model This Week