ଅମିତ ଶାହାଙ୍କୁ ଭେଟିଲେ ପ୍ରଦୀପ ପୁରୋହିତ: ଗନ୍ଧମାର୍ଦ୍ଦନକୁ ଜାତୀୟ ସମ୍ପତ୍ତି ମାନ୍ୟତା ଦାବି ଜଣାଇଲେ

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ):ବରଗଡ ଲୋକସଭା ଏମ୍‌ପି ପ୍ରଦୀପ ପୁରୋହିତ ସୋମବାର ପାର୍ଲାମେଣ୍ଟ ଭବନରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରି ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପୀଠକୁ ପରିଦର୍ଶନରେ ଆସିବା ପାଇଁ ସ୍ବରାଷ୍ଟ୍ର ଆମନ୍ତ୍ରଣ କରିଥିବା ସୂଚନା ମିଳିଛି । ମଧ୍ୟାହ୍ନ ଦିନ ୧୨ଟା ୪୦ ମିନିଟରେ ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ପାର୍ଲାମେଣ୍ଟ ଭବନରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଶାହାଙ୍କୁ ବରଗଡ ଲୋକସଭା ଏମ୍‌ପିପୁରୋହିତ ସାକ୍ଷାତ କରିବା ସହ ୨ଟି ଗୁରୁତ୍ୱପୂର୍ଣ୍ଣ ବିଷୟ ପ୍ରତି ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଓଡ଼ିଶାର ପଶ୍ଚିମାଞ୍ଚଳର ୧୧ଟି ଜିଲାର ଲୋକଙ୍କ ସମ୍ବଲପୁରୀ-କୋଶଲି ଭାଷା ମାତୃଭାଷା ହୋଇଥିବା ବେଳେ ଓ ଭାଷାର ଏକ ସମୃଦ୍ଧ ସାହିତ୍ୟ ବ୍ୟାକରଣ ଥିବାରୁ ସମ୍ବଲପୁରୀ – କୋଶଲି ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ଓ ପ୍ରାକୃତିକ,ଐତିହାସିକ ପୀଠ ଗନ୍ଧମାର୍ଦ୍ଦନ ପର୍ବତର ସୁରକ୍ଷା ସହ ଏହାକୁ ଜାତୀୟ ସମ୍ଫତ୍ତିର ମାନ୍ୟତା ଦେବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଏମ୍‌ପି ଦାବିପତ୍ର ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri