କଳଙ୍ଗା ସମ୍ପ୍ରଦାୟଙ୍କୁ ଏସ୍‌ଟି ମାନ୍ୟତା ମିଳୁ: କେନ୍ଦ୍ର ସରକାରଙ୍କୁ ଅନୁରୋଧ କଲେ ପ୍ରଦୀପ ପୁରୋହିତ

ବରଗଡ,୧୩। ୩(ପ୍ରେମାନନ୍ଦ ଖମାରୀ): କଳଙ୍ଗା ସମ୍ପ୍ରଦାୟଙ୍କୁ ଅନୁସୂଚିତ ଜନଜାତି(ଏସ୍‌ଟି)ର ମାନ୍ୟତା ଦିଆଯାଉ ବୋଲି କେନ୍ଦ୍ର ସରକାରଙ୍କ ନିକଟରେ ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ ପୁରୋହିତ ଦାବି ରଖିଛନ୍ତି। ଓଡ଼ିଶାର କଳଙ୍ଗା ସମ୍ପ୍ରଦାୟକୁ ଏସ୍‌ଟିର ମାନ୍ୟତା ଦିଆଯାଉ ବୋଲି ଅନେକ ଦିନରୁ ଦାବି ହୋଇଆସୁଛି । ଏମ୍‌ପି ପୁରୋହିତ କହିଛନ୍ତି, ବହୁ ପୂର୍ବରୁ ପଡ଼ୋଶୀ ରାଜ୍ୟ ଛତିଶଗଡ଼ରେ ଏହି ସମ୍ପ୍ରଦାୟଙ୍କୁ ଏସ୍‌ଟିରେ ସାମିଲ କରାଯାଇଛି। କଳଙ୍ଗା ସମ୍ପ୍ରଦାୟ ମୁଖ୍ୟତଃ ଜଙ୍ଗଲ ଓ ପାହା ଅଞ୍ଚଳରେ ବସବାସ କରନ୍ତି । ଏମାନେ ସମାଜର ସବୁଠୁ ପଛୁଆ ଓ ବଞ୍ଚିତ ବର୍ଗ ମଧ୍ୟରୁ ଅନ୍ୟତମ । ଏହି ସମାଜର ଲୋକ ଶିକ୍ଷା, ସ୍ବାସ୍ଥ୍ୟ ଓ ଜୀବିକା ଭଳି ମୌଳିକ ସୁବିଧା ବଞ୍ଚିତ। ଅନୁସୂଚିତ ଜନଜାତିର ମାନ୍ୟତା ମିଳିଲେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ଏମାନେ ସାମିଲ ହୋଇପାରିବେ। ଶିକ୍ଷାରେ ସଂରକ୍ଷଣ, ଆର୍ଥିକ ସହାୟତା ଓ ଅନ୍ୟ ଜନକଲ୍ୟାଣକାରୀ ଯୋଜନାର ମୁଖ୍ୟ ଲାଭ ଉଠାଇପାରିବେ । ଓଡ଼ିଶାର କଲଙ୍ଗା ସମ୍ପ୍ରଦାୟଙ୍କୁ ଧାରା ୩୪୨ ଆଧାରରେ ଅନୁସୂଚିତ ଜନଜାତି ସୂଚୀରେ ସଂଶୋଧନ କରି ଏସ୍‌ଟି ସୂଚୀରେ ସାମିଲ କରିବାକୁ ଏମ୍‌ପି ପୁରୋହିତ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି । ସେମାନେ ଏହି ବର୍ଗରେ ସାମିଲ ହେଲେ ସେମାନଙ୍କର ସାମାଜିକ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିପାରିବ ବୋଲି ଏମ୍‌ପି ପୁରୋହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?