ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ କରି ଜଣାଇଛନ୍ତି। ସେ ପୋଷ୍ଟରେ ଲେଖିଛନ୍ତି, ଆମ ‘ଗଜନୀ’ ଏବଂ ‘ଲଗାନ’ର ଦେବା, ପ୍ରଦୀପ ରାୱତ ଆଉ ଆମ ମଧ୍ୟରେ ନାହାନ୍ତି। ତାଙ୍କ ଆତ୍ମାର ସଦ୍‌ଗତି କାମନା କରୁଛି। ଏହା ସହ ସେ ଦୁଃଖ ପ୍ରକାଶ କରୁଥିବା ଏକ ଇମୋଜି ମଧ୍ୟ ଶେୟାର କରିଛନ୍ତି।

ତାଙ୍କ ପରଲୋକ ଖବର ପରେ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି। ଅଭିନେତା ବ୍ରିଜେନ୍ଦ୍ର କାଲା ପ୍ରତିକ୍ରିୟା ଜଣାଇ ଲେଖିଛନ୍ତି, ଏହା ଅତ୍ୟନ୍ତ ଦୁଃଖଦ। ଓଁ ଶାନ୍ତି। ଅଭିନେତ୍ରୀ ଜୟା ଭଟ୍ଟାଚାର୍ଯ୍ୟ ମଧ୍ୟ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ପ୍ରଦୀପ ରାୱତଙ୍କ ଜନ୍ମ ୨୧ ଜାନୁଆରୀ ୧୯୫୨ରେ ହୋଇଥିଲା। ସେ କଲ୍ୟାଣୀ ରାୱତଙ୍କୁ ବିବାହ କରିଥିଲେ। ତାଙ୍କର ଦୁଇଜଣ ସନ୍ତାନ ଅଛନ୍ତି।

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?