OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି ପ୍ରଦୀପଙ୍କ ଇସ୍ତଫାକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ଏନେଇ ଶକ୍ତି ବିଭାଗ ପକ୍ଷରୁ ସୋମବାର ଏକ ଅଧିସୂଚନା ଜାରି କରାଯାଇଛି।

ରାଜ୍ୟପାଳଙ୍କ ଆଦେଶ କ୍ରମେ ଇସ୍ତଫାକୁ ଗ୍ରହଣ କରାଯାଇଥିବା ବେଳେ,୨୦୨୬ ମେ ୨୫ରେ ପ୍ରଦୀପ ପଦ ଛାଡ଼ିବାକୁ ଅନୁମତି ପାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?