ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ ଗାଁ ଗାଇସିଲେଟରୁ ଶୁକ୍ରବାର ପ୍ରଦୀନ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି।

ପ୍ରଦୀପ ପୈତୃକ ଗାଁ ଗାଇସିଲେଟରେ ପହଞ୍ଚି ବୟଷ୍କ ବ୍ୟକ୍ତିଙ୍କଠାରୁ ଆଶୀର୍ବାଦ ନେଇଥିଲେ। ପରେ ସେ ଗାଁ ଜଗନ୍ନାଥ ମନ୍ଦିରରେ ପହଞ୍ଚି ପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରି ପ୍ରଚାର ମଇଦାନକୁ ଓହ୍ଲାଇଥିଲେ। ଶତାଧିକ ସମର୍ଥକଙ୍କ ସହ ଘର ଘର ବୁଲି ଭୋଟ ଭିକ୍ଷା କରିଛନ୍ତି । ଅନ୍ୟପକ୍ଷେ ପ୍ରଦୀପଙ୍କ ପ୍ରାର୍ଥୀତ୍ୱକୁ ନେଇ କର୍ମୀ ଏବଂ ଗାଁ ଲୋକେ ମଧ୍ୟ ବେଶ୍‌ ଉତ୍ସାହ ଥିବା ଦେଖିବାକୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଯୁଦ୍ଧ: ସ୍କୁଲ ଛୁଟି ଘୋଷଣା , ଓ଼୍ବାର୍କ ଫର୍ମ ହୋମ୍‌ ପାଇଁ ସରକାରଙ୍କ କଡ଼ା ନିର୍ଦ୍ଦେଶ!

ନୂଆଦିଲ୍ଲୀ,୧୫।୩: ଇରାନ ସହିତ ଜଡିତ ସଂଘର୍ଷ ଏସୀୟ ରାଷ୍ଟ୍ରଗୁଡ଼ିକର କାର୍ଯ୍ୟ ଉପରେ ବ୍ୟାପକ ପ୍ରଭାବ ପକାଇଛି। ଅଧିକାଂଶ ଦେଶରେ, ତୈଳ ଯୋଗାଣ ବନ୍ଦ ହୋଇଯାଇଛି କିମ୍ୱା ବହୁଳ…

ପୁଣି ଯଜ୍ଞନାରାୟଣଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା: ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପ୍ରଭାରୀ ଭାବେ ନିଯୁକ୍ତି

ପୁରୁଷୋତ୍ତମପୁର,୧୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ଭାଜପାର ବରିଷ୍ଠ ନେତା ଯଜ୍ଞନାରାୟଣ ଦାଶଙ୍କ ଉପରେ ଆସ୍ଥାପ୍ରକଟ କଲା ଭାଜପା। ଭାଜପା ପୁଣି ଗୁରୁଦାଇୟିତ୍ୱ ଦେଇ ସାନଖେମୁଣ୍ଡି…

ଇଚ୍ଛାମୃତ୍ୟୁ ପାଇଁ ଅନୁମତି: ଔଷଧି ଧରି ଆସିଲେ ବାବା, ଦାବି କଲେ ହରିଶଙ୍କୁ ସୁସ୍ଥ କରିବେ, ଛଅ ଘଣ୍ଟା ଧରି ଫାଟକରେ ଅପେକ୍ଷା କଲେ

ଗାଜିଆବାଦ,୧୪।୩: ରାଜସ୍ଥାନର ଭିଲୱାଡ଼ାର ବାସିନ୍ଦା ସ୍ବାମୀ ଅଖଣ୍ଡାନନ୍ଦ ଶୁକ୍ରବାର ହରିଶ ରାଣାଙ୍କୁ ଭେଟିବା ପାଇଁ ରାଜ ଏମ୍ପାୟାର ସୋସାଇଟିରେ ପହଞ୍ଚିଥିଲେ। ସେ ଦାବି କରିଥିଲେ ଯେ ସେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ: ସେନା ପଠାଇବ ଚାଇନା, ଥରିଲାଣି ଆମେରିକା!

ନୂଆଦିଲ୍ଲୀ,୧୫।୩: ଆମେରିକା ବର୍ତ୍ତମାନ ଇରାନ ସହିତ ଯୁଦ୍ଧକୁ ଜୋରଦାର କରିଛି। ଏହି ସଂଘର୍ଷ 15 ଦିନ ଧରି ଚାଲିଛି। ଆମେରିକା ଦ୍ରୁତ ଗତିରେ ପଶ୍ଚିମ ଏସିଆ ଆଡକୁ…

ପାକିସ୍ତାନ-ବାଂଲାଦେଶକୁ ଟାର୍ଗେଟ କରିଥିଲେ ଜୟ ଶାହା? କହିଛନ୍ତି: ‘କୌଣସି ଦଳ ଅନୁଷ୍ଠାନଠାରୁ ବଡ଼ ନୁହେଁ…’

ନୂଆଦିଲ୍ଲୀ,୧୪।୩: ICC ସଭାପତି ଜୟ ଶାହା ସ୍ପଷ୍ଟ ଭାବରେ ନାମ ନ ନେଇ ପାକିସ୍ତାନ ଏବଂ ବାଂଲାଦେଶ ଉପରେ କଟାକ୍ଷ କରି କହିଛନ୍ତି ଯେ କୌଣସି ଗୋଟିଏ…

ଏହି ପନିପରିବା, ଫଳକୁ ଏକାଠି ରଖୁଛନ୍ତି କି? ଜାଣି ରଖନ୍ତୁ ଏହା ଦ୍ୱାରା କ’ଣ ଘଟେ…

ଲୋକମାନେ ପ୍ରାୟତଃ ବଜାରରୁ ବହୁ ପରିମାଣର ଫଳ ଏବଂ ପନିପରିବା କିଣି କିଛି ଦିନ ପାଇଁ ଫ୍ରିଜରେ ରଖନ୍ତି। କିଛି ଦିନ ମଧ୍ୟରେ ସେଗୁଡ଼ିକ ନଷ୍ଟ ହୋଇଯାଏ।…

ବରଗଡ଼ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସିଭିଲ୍‌ କୋର୍ଟ ପରିସରରେ ଜିଲା ଓ…

ଘୋଷଣା ହେବ ଆସାମ, ପଶ୍ଚିମବଙ୍ଗ ସମେତ ୫ଟି ରାଜ୍ୟର ନିର୍ବାଚନ ତାରିଖ! ଅପରାହ୍ନ ୪ଟାରେ ସାମ୍ବାଦିକ ସମ୍ମିଳନୀ

ନୂଆଦିଲ୍ଲୀ,୧୫।୩: ରବିବାର ସାରେ ଦିଲ୍ଲୀର ବିଜ୍ଞାନ ଭବନରେ ଭାରତୀୟ ନିର୍ବାଚନ କମିଶନ (ECI) ଏକ ସାମ୍ବାଦିକ ସମ୍ମିଳନୀ କରିବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମ ସମୟରେ ପାଞ୍ଚଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri