ପୁଣି ପ୍ରଦୀପଙ୍କୁ ପଚରାଉଚରା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଛନ୍ଦି ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ମଙ୍ଗଳବାର ପୁଣିଥରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହୋଇଛନ୍ତି। ଏହି ଦୁଇ ମାମଲାରେ ହୋଇଥିବା କୋଟି କୋଟି ଟଙ୍କା ବେଆଇନ୍‌ ଅର୍ଥ କାରବାରକୁ ନେଇ ଇଡି ପକ୍ଷରୁ ତାଙ୍କୁ ଏକାଧିକ ପ୍ରଶ୍ନ ପଚରାଯାଇଥିବା ସୂଚନା ମିଳିଛି। ସୋମବାର ପ୍ରଥମଥର ପ୍ରଦୀପ ଇଡିରେ ହାଜର ହୋଇଥିଲେ। ଇଡିର ଭୁବନେଶ୍ୱରସ୍ଥିତ କାର୍ଯ୍ୟାଳୟରେ ତାଙ୍କୁ ପୂର୍ବାହ୍ନ ପ୍ରାୟ ୧୦ଟାରୁ ସା ୭ଟା ପର୍ଯ୍ୟନ୍ତ ୯ଘଣ୍ଟା ଧରି ମାରାଥନ ଜେରା କରାଯାଇଥିଲା। ଗତକାଲି ଜେରାବେଳେ ବାକିଥିବା ଏକାଧିକ ପ୍ରଶ୍ନ ଦ୍ୱିତୀୟ ଥରରେ ପଚରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୩ରୁ ଖୋଲିପାରିବ ସମସ୍ତ ଧାର୍ମିକ ଅନୁଷ୍ଠାନ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): କରୋନା ପାଇଁ ଧାର୍ମିକ ଅନୁଷ୍ଠାନ ଖୋଲା ନ ଯିବାକୁ ସରକାର ଘୋଷଣା କରିଥିଲେ। ବର୍ତ୍ତମାନ ସଂକ୍ରମଣ ହାର କମୁଥିବା ଯୋଗୁ ଏହାକୁ ଧିରେ ଧିରେ...

ସେବାଶ୍ରମ ଛାତ୍ରୀଙ୍କୁ ପଢ଼ାଇଲେ ମନ୍ତ୍ରୀ

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ଆଇଟି ଏବଂ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଦାରିଙ୍ଗବାଡି ବ୍ଲକ ଗସ୍ତରେ ଆସିଥିଲେ। ସୋମବାର ପୂର୍ବାହ୍ନରେ ସ୍ଥାନୀୟ କନ୍ୟାଶ୍ରମକୁ ଯାଇଥିବା ବେଳେ ସେଠାରେ...

ଅଧିକ ଟେଷ୍ଟ କଲେ ଅଧିକ ପଜିଟିଭ୍‌ ଆସିବ; ଭୟଭୀତ ହୁଅନ୍ତୁ ନାହିଁ: ଶାଳିନୀ ପଣ୍ଡିତ

ଭୁବନେଶ୍ୱର,୭।୫(ବ୍ୟୁରୋ): ଅଧିକ ଟେଷ୍ଟ ହେଲେ ଅଧିକ ପଜିଟିଭ୍‌ ମାମଲା ଆସିବ। ଏନେଇ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଗୁରୁବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨...

ରାଜ୍ୟରେ ଆଉ ତିନି ଜଣଙ୍କ ଜୀବନ ନେଇଛି କରୋନା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ତିନି ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୭୨କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଅନୁଗୋଳ,...

ଗ୍ରୀନ୍‌ ଜୋନ୍‌ରେ ଚାଲିବ ବସ୍‌: ୨ ଗୁଣ ହେବ ଭଡ଼ା

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ ସତ୍ତ୍ୱେ ଗ୍ରୀନ୍‌ ଜୋନ୍‌ଗୁଡିକରେ ବସ୍‌ ଚଳାଇବା ପାଇଁ ବ୍ୟବସ୍ଥା ହେଉଛି। ଏଥିପାଇଁ ବସ୍‌ ଭଡ଼ା ଦୁଇ ଗୁଣ କରାଯିବ। ଯେହେତୁ...

ରାଜ୍ୟରେ ବଢୁଛି ଶୀତ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ପାରଦ କମିବା ସହିତ ଶୀତ ଫେରିଛି। ଦିନ ଏବଂ ରାତିର ତାପମାତ୍ରା ହ୍ରାସ ପାଉଥିବା ବେଳେ ରାଜ୍ୟରେ ଶୀତର ପ୍ରକୋପ...

ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ,୨୦ା୧୦: କିଛି ଦିନର ବ୍ୟବଧାନ ପରେ ପୁରୀରେ ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ସକାଳେ ମାର୍କେଟ ଛକସ୍ଥିତ ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସକୁ...

କରୋନା ସଚେତନତା ଗୀତ ଗାଇ ପୁଣି ଚର୍ଚ୍ଚାରେ ଦୁଇ ଭାଇ ଶାନ୍ତି, ଜ୍ୟୋତି

ଜୟପୁର, ୨୪।୩(ନି.ପ୍ର.) ‘ମଦ ପିଇବି ନାଇଁ, ନାଇଁ ନାଇଁ ନାଇଁ ପିଇବି ନାଇଁ’ ଦୁରଦର୍ଶନରେ ପ୍ରସାରିତ ହେଉଥିବା ଏହି ଗୀତ ୯୦ ଦଶକରେ ବେଶ୍‌ ଲୋକପ୍ରିୟ...

Advertisement


Archives

Model This Week