ରେଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ୍ତ

ଭବାନୀପାଟଣା,୧୯।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାୟକ ତଥା ପୂର୍ବତନ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ୨ ବର୍ଷ ହେଲା କରୋନାରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ଦିଲ୍ଲୀର ଗୁରୁଗାଓଁରେ ଡାକ୍ତରଙ୍କ ପରାମର୍ଶ କ୍ରମେ ଚିକିତ୍ସିତ ହେଉଛନ୍ତି। ଏପରିକି ପୂର୍ବ ପେକ୍ଷା ପ୍ରଦୀପ୍ତ ସୁସ୍ଥ ହୋଇ ବ୍ୟାୟାମ କରୁଥିବା ଏକ ଭିଡିଓ ମଧ୍ୟ ସାମାନାକୁ ଆସିଛି। ଏଭଳି ସ୍ଥତିରେ ସେ ଜନତାଙ୍କ ସେବା ପାଇଁ ପ୍ରୟାସ ଜାରୀ ରଖିଛନ୍ତି।

ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାର ବିଭିନ୍ନ ରେଳ ଷ୍ଟେଶନର ଉନ୍ନତୀକରଣ ସାଙ୍ଗକୁ ରେଳ ସମ୍ପ୍ରସାରଣ ପାଇଁ ସେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି। ଏଥିରେ ରାୟଗଡ଼ାରୁ ବିଶାଖାପାଟଣା ଯାଉଥିବା ଟ୍ରେନକୁ ଭବାନୀପାଟଣା ପର୍ଯ୍ୟନ୍ତ ସମ୍ପ୍ରସାରଣ କରି ଏକ୍ସପ୍ରେସ ଭାବେ ଚଳାଚଳ କରିବାକୁ ଦାବି କରିଛନ୍ତି। ଏହାସହିତ ଆଉ କିଛି ଟ୍ରେନକୁ କେସିଙ୍ଗା ଯାଏଁ ସମ୍ପ୍ରସାରଣ, ରାମଚନ୍ଦ୍ରପୁର, କୁଟରୁଖମାର ଷ୍ଟେଶନର ଉନ୍ନତୀକରଣ ଆଦି ୨୨ଟି ପ୍ରସଙ୍ଗରେ ପ୍ରଦୀପ୍ତ ରେଳ ମନ୍ତ୍ରୀଙ୍କୁ ପତ୍ର ଲେଖିଛନ୍ତି। ପ୍ରଦୀପ୍ତ ଧୀରେ ଧୀରେ ସୁସ୍ଥ ହେବା ଏବଂ ଜନତାଙ୍କ ପାଇଁ ଏଭଳି ପ୍ରୟାସକୁ ଜିଲାର ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?