ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାଦ୍‌ ପଡିଥିବା ହିତାଧିକାରୀଙ୍କ ପାଇଁ ବଡ଼ ଖବର: କରି ନିୟନ୍ତୁ ଏହି କାମ…

ଚନ୍ଦାହାଣ୍ଡି,୬।୨(ଦିଲୀପ କୁମାର ଦାସ): ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧୀକାରୀଙ୍କୁ ବାସଗୃହ ନିର୍ମାଣ ପାଇଁ ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଛି। ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ୧୪ ପଞ୍ଚାୟତରେ ନୂତନ ମାର୍ଗଦର୍ଶିକା ଅନୁଯାୟୀ, ଘର ଘର ବୁଲି ପୂର୍ବ ବର୍ଷଗୁଡିକରେ ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ଚିହ୍ନଟ କରାଯାଇ ସର୍ଭେ ତାଲିକାରେ ଅନ୍ତର୍ଭୁକ୍ତ କରାଯାଉଛି।

ବ୍ଲକରେ ସମୁଦାୟ ୩୮ଜଣ ସର୍ଭେକାରି ଏହି କାର୍ଯ୍ୟରେ ନିୟୋଜିତ ଥିବା ବି.ରାମକୃଷ୍ଣ ନାୟକ ସୂଚନା ଦେଇଛନ୍ତି। ସମ୍ପୂର୍ଣ ଯୋଗ୍ୟ ହିତାଧିକାରୀ ଯେପରି ବାଦ ନ ପଡନ୍ତି ସେଥିପ୍ରତି ସେ ଧ୍ୟାନ ଦେଉଥିବା କହିଛନ୍ତି।

ପ୍ରଥମଥର ପାଇଁ ହିତାଧିକାରୀ ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ସର୍ଭେ କରିବା ବ୍ୟବସ୍ଥା ରହିଥିବା ବେଳେ ପ୍ରଶାସନ ପକ୍ଷରୁ ମଧ୍ୟ ଏକ ସ୍ବତନ୍ତ୍ର ଟିମ ସର୍ଭେରେ ପକ୍କା ଘର ନ ଥିବା ଲୋକଙ୍କୁ ଭେଟି ଆବେଦନ ତାଲିକା ଭୂକ୍ତ କରାଉଛନ୍ତି।

ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଏହି ସର୍ଭେ ଚାଲିବାକୁ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲାରେ ୯୨୮ ପରିବାରଙ୍କୁ ଭେଟି ସର୍ଭେ କାର୍ଯ୍ୟ କରାଯାଇଛି। ପ୍ରତ୍ୟେକ ଯୋଗ୍ୟ ପରିବାର ଯେପରି ବାଦ ନ ପଡନ୍ତି ତାକୁ ଦୃଷ୍ଟିରେ ରଖି ଗାଁ ଗାଁ ବୁଲି ସମ୍ପୂର୍ଣ୍ଣ ରିପୋର୍ଟ ପ୍ରସ୍ତୁତ କରାଯାଉଥିବା ଚନ୍ଦାହାଣ୍ଡି ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଗଞ୍ଜାମ ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ: ପ୍ରାଣି ଚିକିତ୍ସାଳୟ ପୁନରୁଦ୍ଧାର ପାଇଁ…

ଗଞ୍ଜାମ,୧୧।୯(ବିଦ୍ୟାଧର ସାହୁ )ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଦିନିକିଆ ଗସ୍ତରେ ଗଞ୍ଜାମ ଆସିଥିଲେ। ଏହି ଅବସରରେ ମନ୍ତ୍ରୀ ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା…

ପିଡିଏସ୍‌ ଚାଉଳ ହେଉଥିଲା ଚାଲାଣ: ଧରିଲେ ଏସ୍‌ପି

କୁଆଁରମୁଣ୍ଡା,୧୧।୯(ମହେନ୍ଦ୍ର କୁମାର ସାହୁ): ଚୋରା ଚାଲାଣ ହେଉଥିବା ୧୪୦ କୁଇଣ୍ଟାଲ ପିଡିଏସ୍‌ ଚାଉଳ ବୋଝେଇ ଏକ ଟ୍ରକକୁ ଶୁକ୍ରବାର କୁଆଁରମୁଣ୍ଡା ବ୍ଲକ ବିଜାବାହାଲ ଗ୍ରାମ ରାମପାଲ ଛକ…

ହଷ୍ଟେଲ ଛାଡ଼ିଥିଲେ ଶତାଧିକ ଛାତ୍ର: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବନ ପରେ ଏବେ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଝରିଗାଁ,୧୧ା୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ଖାଦ୍ୟ ଯୋଗୁ…

ଟାଙ୍ଗିଆ ଚୋଟରେ ବାପା ମୃତ, ପୁଅ ଗୁରୁତର

ଖଜୁରୀପଡ଼ା,୧୧।୯(ବିଦୁର ବେହେରା): ଜମିଜମା ବିବାଦକୁ କେନ୍ଦ୍ର କରି ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ସୁଡ୍ରୁକୁମ୍ପା ପଞ୍ଚାୟତ ସର୍କେସରୁ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ଟାଙ୍ଗିଆ ଆକ୍ରମଣରେ ବାପାଙ୍କ…

ପ୍ରଥମ ଟି-୨୦ ବଡ଼ ଓଲଟପାଲଟ! ସାମସନ OUT, ବୈଭବ IN: ଭାରତର ପ୍ଲେଇଂ ୧୧କୁ ନେଇ ହଇଚଇ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ସେପ୍ଟେମ୍ବର ୧୩ ତାରିଖ ରବିବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚରେ ଟିମ…

ପାର୍ବଣ ଋତୁରେ ସାବଧାନ! ଗୋଟିଏ ଭୁଲ୍‌ କ୍ଲିକ୍‌ ଖାଲି କରିଦେବ ପୂରା ଆକାଉଣ୍ଟ

ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ଡିଜିଟାଲ ଯୁଗରେ ବଢ଼ୁଥିବା ସାଇବର ଠକେଇକୁ ରୋକିବା ପାଇଁ ଖୋର୍ଦ୍ଧା ପୋଲିସ ଏବଂ ଏସ୍‌ପି ପରମାର ସ୍ମିତ ପୁରୁଷୋତ୍ତମ ଦାସ ଜନସାଧାରଣଙ୍କୁ ସଚେତନ କରିଛନ୍ତି।…

ବ୍ରିଜ ଉପରେ କାର ରଖି ନଦୀକୁ ଡେଇଁଲେ ଯୁବକ, ଖୋଜାଖୋଜି ଜାରି

ରାଉରକେଲା,୧୧।୯: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ନୂଆବ୍ରାହ୍ମଣୀ ବ୍ରିଜରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବ୍ରିଜ ଉପରେ କାର ରଖି ଜଣେ ଯୁବକ ନଦୀକୁ ଡେଇଁ…

ଗଣେଶ ପୂଜାଠାରୁ ୫ ରାଶିର ଆରମ୍ଭ ହେବ ଗୋଲଡେନ୍‌ ସମୟ, ଏହି ୭ ରାଶି ପାଇଁ ଖରାପ! ଜାଣନ୍ତୁ ସାପ୍ତାହିକ ରାଶିଫଳ

ଆରମ୍ଭ ହେବାକୁ ଯାଉଛି ନୂଆ ସପ୍ତାହ। ଆସନ୍ତା ୧୪ରୁ ୨୦ ସେପ୍ଟେମ୍ବର ୨୦୨୬ ମଧ୍ୟରେ ଗ୍ରହ-ନକ୍ଷତ୍ରଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ଉପରେ ପଡ଼ିପାରେ। ସପ୍ତାହର ଆରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

Model This Week

ପିଲାଙ୍କ ଧରିତ୍ରୀ

Why Dharitri