Posted inଜାତୀୟ

ଆଜି କୃଷକଙ୍କ ଖାତାକୁ ଯିବ ୨ ହଜାର ଟଙ୍କା: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୪ ଅର୍ଥାତ୍‌ ଆଜି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅନୁଯାୟୀ କୃଷକଙ୍କୁ ୨ ହଜାର ପ୍ରଦାନ କରିବେ। ଏହି ଯୋଜନା ଏହା ଅଷ୍ଟମ କିସ୍ତି ସ୍ବରୂପ ୯.୫ କୋଟି କୃଷକଙ୍କ ପରିବାର ପାଇଁ ୧୯,୦୦୦ କୋଟି ଟଙ୍କା ରାଶି ଦେବେ। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏକ ଭିଡିଓ କନଫରେନ୍ସିଂ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ କୃଷକଙ୍କୁ ରାଶି ଜାରି କରିବେ। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅନୁଯାୟୀ ପ୍ରତିବର୍ଷ କୃଷକଙ୍କୁ ୬ ହଜାର ଟଙ୍କା ଦିଆଯାଉଛି। ଏହାକୁ ୩ଟି କିସ୍ତିରେ କୃଷକଙ୍କୁ ପ୍ରଦାନ କରାଯାଉଛି।

ଜାଣନ୍ତୁ କେମିତି କରିବେ ଚେକ୍‌

ଯଦି ଆପଣ ଏହି ଯୋଜନାରେ ଅନ୍ତର୍ଭୁକ୍ତ ଅଛନ୍ତି ତେବେ pmkisan.gov.in ଓ୍ବେବସାଇଟ୍‌କୁ ଯାଆନ୍ତୁ।
ଓ୍ବେବସାଇଟ୍‌ ବାମ ପାର୍ଶ୍ୱରେ ‘Farmers Corner’ ଉପରେ କ୍ଲିକ୍‌ କରନ୍ତୁ
ଏଠାରେ ‘Farmers Corner’ର ଠିକ୍‌ ତଳେ ‘Beneficiary Status’ ଉପରେ କ୍ଲିକ୍‌ କରନ୍ତୁ
ଏହାପରେ ଏକ ନୂଆ ପେଜ୍‌ ଖୋଲିବ, ଏଠାରେ ଆପଣ ଆଧାର କାର୍ଡ ନମ୍ବର, ବ୍ୟାଙ୍କ ଆକାଉଣ୍ଟ ନମ୍ବର କିମ୍ବା ମୋବାଇଲ୍‌ ନମ୍ବର ମଧ୍ୟରୁ ଯେକୌଣସି ଗୋଟିଏ ବିକଳ୍ପ ଦେବାକୁ ହେବ
ଏହାପରେ ‘Get Data’ ଉପରେ କ୍ଲିକ୍‌ କଲେ ସବିଶେଷ ତଥ୍ୟା ମିଳିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢ଼ାଉଛି କେରଳ…

ନୂଆଦିଲ୍ଲୀ, ୧୯।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି...

ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗ କର

ନୂଆଦିଲ୍ଲୀ, ୬ା୪: କୋଭିଡ୍‌-୧୯ ବିରୋଧୀ ଲଢ଼େଇରେ ନିୟୋଜିତ ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗ କରିବା ପାଇଁ ମୁସଲମାନମାନଙ୍କୁ ଏହି ସମ୍ପ୍ରଦାୟର ପ୍ରାୟ ୬୦ ଜଣ ବରିଷ୍ଠ ଆଇଏଏସ୍‌ ଏବଂ...

ପୋଲିସ-ପ୍ରବାସୀ ଶ୍ରମିକ ମୁହାଁମୁହିଁ

ଅହମଦାବାଦ,୧୮।୫: ଥମୁନି ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶା। ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକ ନିଜ ନିଜ ରାଜ୍ୟରେ ପହଞ୍ଚିଥିବା ବେଳେ ଏବେବି ଆହୁରି ଅନେକ ବାହାର ରାଜ୍ୟରେ...

କଶ୍ମୀର ଡାକ୍ତରଙ୍କ ଛୁଟି ବାତିଲ

ଜମ୍ମୁ,୯ ।୭: ଅମରନାଥରେ ହୋଇଥିବା ବାଦଲ ଫଟା ବର୍ଷା ଯୋଗୁ ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଏହାସହ କେତେଜଣ ନିଖୋଜ...

ଦୈନିକ ସଂକ୍ରମଣ ୨ ଶହ ତଳେ…

ନୂଆଦିଲ୍ଲୀ, ୬।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର...

ଜମ୍ମୁ ପୋଲିସକୁ ବଡ଼ ସଫଳତା: ନରୱାଲ ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତ ଗିରଫ

ଶ୍ରୀନଗର,୨।୨: ଜମ୍ମୁ-କଶ୍ମୀରର ନରୱାଲ ଅଞ୍ଚଳରେ ଦୁଇଟି ବିସ୍ଫୋରଣର ମୁଖ୍ୟ ଷଡଯନ୍ତ୍ରକାରୀ ଆରିଫଙ୍କୁ ଜମ୍ମୁ ପୋଲିସ ଗୁରୁବାର ଗିରଫ କରିଛି। ତାଙ୍କଠାରୁ ଆଇଇଡି ମଧ୍ୟ ଜବତ କରାଯାଇଛି।...

ଟଙ୍କା ମାଗିବାରୁ ଆଇସ୍‌କ୍ରିମ୍‌ ବିକାଳିଙ୍କୁ ନିସ୍ତୁକ ପିଟିଲେ ପୋଲିସ ବାବୁ: ଏସ୍‌ଏସ୍‌ପି ଦେଲେ ତଦନ୍ତ ନିର୍ଦ୍ଦେଶ

ନୋଏଡ଼ା,୨୩।୭: ଉତ୍ତରପ୍ରଦେଶରେ ସାଧାରଣ ଆଇନ ଶୃଙ୍ଖଳା ଭୁଶୁଡ଼ି ପଡ଼ିଥିବା ଅଭିଯୋଗ ହେଉଛି। ଏଠାରେ ଟଙ୍କା ମାଗିବାରୁ ଜଣେ ଆଇସ୍‌କ୍ରିମ୍‌ ବିକାଳିଙ୍କୁ ଜଣେ ପୋଲିସ ବାବୁ ଏବଂ...

ରବିବାର ଦିଲ୍ଲୀ କରୋନା ସ୍ଥିତି ସମୀକ୍ଷା କରିବେ ଶାହା

ନୂଆଦିଲ୍ଲୀ, ୧୩ା୬: ମହାମାରୀ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ମଧ୍ୟ ଏହା ଗମ୍ଭୀର ରୂପ ଧାରଣ କରିଛି। ଏହାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ...

Advertisement
Archives

Model This Week