ପ୍ରଦ୍ୟୁମ୍ନ କାର୍ଯ୍ୟକାରୀ ସଭାପତି

ଭୁବନେଶ୍ୱର,୧୮ା୭(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସୋମବାର ରାଜ୍ୟ କାର୍ଯ୍ୟାଳୟ ଏବଂ ରାଉରକେଲା ବିଜେଡି ଜିଲାର କର୍ମକର୍ତ୍ତା ନିଯୁକ୍ତି କରାଯାଇଛି। ବିଜେଡି ପକ୍ଷରୁ ପ୍ରକାଶିତ ପ୍ରେସ ବିଜ୍ଞପ୍ତି ଅନୁଯାୟୀ ରାଉରକେଲା ସାଙ୍ଗଠନିକ ଜିଲା କାର୍ଯ୍ୟକାରୀ ସଭାପତି ଭାବେ ପ୍ରଦ୍ୟୁମ୍ନ ତ୍ରିପାଠୀଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ଏହି ସାଙ୍ଗଠନିକ ଜିଲାରେ ୮ ଜଣ ଉପସଭାପତି , ୮ ଜଣ ସାଧାରଣ ସମ୍ପାଦକ ଏବଂ ୧୪ ସମ୍ପାଦକ, ୮ ଜଣ ଯୁଗ୍ମ ସମ୍ପାଦକ, ୧୪ ଜଣ ଉପଦେଷ୍ଟାଙ୍କୁ ନିଯୁକ୍ତି ଦିଆଯାଇଛି। ଉପସଭାପତି ଭାବେ ନୀହାର ସୁରିନ, ଭିମେଶ ଚୌଧୁରୀ, ରଞ୍ଜିତ କିଷାନ, ସୁଦାମ ଦାସ, ଜୟନ୍ତ ମିଶ୍ର, ଜ୍ୟୋତିରଞ୍ଜନ ମହାନ୍ତି, ଶ୍ରୀଚରଣ ସାମଲ, ପ୍ରଦୀପ ରାଉତରାୟଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ସାଧାରଣ ସମ୍ପାଦକ ଭାବେ ମୁକୁଲ ଏକ୍କା, ସନ୍ଦୀପ ମିଶ୍ର, ରାଜେନ୍ଦ୍ର କୁଜୁର, ସିବେୟାନ ଆଇଣ୍ଡ, ବିଜୟ ପଟ୍ଟନାୟକ, ଗଣେଶ୍ୱର ରାୟ, ଗୋବିନ୍ଦ ତନ୍ତୀ ଏବଂ ଜ୍ଞାନରଞ୍ଜନ ଜେନାଙ୍କୁ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁଟୁନି ବିବାଦ ନାଣ୍ଡୁଙ୍କ ନାଁରେ ଏତଲା ପରେ ଏତଲା

ଭୁବନେଶ୍ୱର,୭।୨: ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା…

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

ମାଲେସିଆ ପହଞ୍ଚିଲେ ମୋଦି, ଗୋଟିଏ କାରରେ ଏକାଠି ଗଲେ ଦୁଇ ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୭।୨: ମାଲେସିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ମାଲେସିଆର ପ୍ରତିପକ୍ଷ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ X ହ୍ୟାଣ୍ଡେଲରେ…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

ଶ୍ରୀଲଙ୍କା ମୁହଁ ଖୋଲିବାରୁ ସରକାରଙ୍କ ସହ ପୁଣି କଥା ହେବ PCB, ଭାରତ ସହ ଖେଳିବାକୁ ନେଇ ନେବ ପରାମର୍ଶ

ନୂଆଦିଲ୍ଲୀ,୭।୨: ୨୦୨୬ ଟି୨୦ ବିଶ୍ୱକପ ଆରମ୍ଭ ହୋଇଛି। ତଥାପି, କ୍ରିକେଟର ସବୁଠାରୁ ଛୋଟ ଫର୍ମାଟର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ପୂର୍ବରୁ, ଚର୍ଚ୍ଚା ଖେଳାଳି କିମ୍ବା ଖେଳ ଉପରେ…

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri