ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ ପଟ୍ଟନାୟକ ସାମିଲ ଦେଇ ବଡ଼ ବୟାନ ଦେଇଛନ୍ତି । ବିଜୁ ଜନତା ଦଳ ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବୋଲି ସେ କହିଛନ୍ତି । ତେବେ ଏହାରି ଭିତରେ ପ୍ରଫୁଲ୍ଲ ଘଡ଼େଇ ବିଜେଡିକୁ ଟାର୍ଗେଟ କରି ମତ ରଖିଛନ୍ତି । ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ ।

ହାରିବା ପରେ ବିଜେଡିରେ ଏକତା ନାହିଁ ବୋଲି ପ୍ରଫୁଲ୍ଲ ଘଡ଼େଇ କହିଛନ୍ତି । ସମସ୍ତଙ୍କୁ ସାଙ୍ଗରେ ନେଇ ନବୀନ ପଟ୍ଟନାୟକଙ୍କୁ ଚାଲିବାକୁ ପଡ଼ିବ । ବିଜେଡିର ଅନେକ ପ୍ରତିଷ୍ଠାତା ସଦସ୍ୟ ଆଉ ଦଳରେ ନାହାନ୍ତି । ଦଳର ସମସ୍ତ ନେତା ଏକଜୁଟ ହୋଇ ଦଳକୁ ସଶକ୍ତ କରନ୍ତୁ । ରାଜ୍ୟର ଗଠନମୂଳକ ବିକାଶ ପାଇଁ ଏକ ଶକ୍ତିଶାଳୀ ଆଞ୍ଚଳିକ ଦଳ ଆବଶ୍ୟକ । ନବୀନ ନିଜର ଭୂମିକା ନିର୍ବାହ କଲେ ସବୁ ଜିନିଷ ଠିକ ହୋଇପାରିବ ବୋଲି ମନ୍ତ୍ର ଦେଇଛନ୍ତି ପ୍ରଫୁଲ୍ଲ ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri