ପ୍ରଫୁଲ୍ଲଙ୍କୁ ପଞ୍ଚମଥର ପାଇଁ ମିଳିଲା ବିଜେଡି ଟିକେଟ୍‌

କାମାକ୍ଷାନଗର,୨୭।୩(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ୫୭ ବିଧାନସଭା ପାଇଁ ପ୍ରଫୁଲ୍ଲ କୁମାର ମଲ୍ଲିକକୁ ପୂନର୍ବାର ବିଜେଡି ଚଳିତ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳର ସୁପ୍ରିମୋ ଏହା ଘୋଷଣା କରିବା ପରେ ଦଳୀୟ କର୍ମୀଙ୍କ ମହଲରେ ଆନନ୍ଦର ଲହରୀ ଖେଳିଯାଇଛି। ଟିକେଟ ଘୋଷଣା ପରେ ପ୍ରତିକ୍ରିୟାରେ ପ୍ରଫୁଲ୍ଲ କୁହନ୍ତି, ଦଳ ତଥା ଦଳର ସୁପ୍ରିମୋ ମୋ ଉପରେ ପୂନର୍ବାର ଆସ୍ଥା ପ୍ରକଟ କରିଥିବାରୁ ସଭାପତିଙ୍କୁ କୃତଜ୍ଞତା ଜଣାଇବା ସହ ତାଙ୍କର ବିଶ୍ବାସକୁ କାର୍ଯ୍ୟରେ କରି ଦେଖାଇବି ବୋଲି କହିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟ ଓ ସ୍ଥାନୀୟ ବିଜେଡ଼ି କର୍ମୀଙ୍କ ନିଷ୍ଠା ପାଇଁ ଏଠାରେ ପୁଣି ବିଜେଡି ବିପୁଳ ଭୋଟ ବ୍ୟବଧାନରେ ବିଜଗୟ ହାସଲ କରି ନବୀନ ପଟ୍ଟନାୟକଙ୍କୁ ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ ଆସନରେ ବସାଇବାରେ ସହଯୋଗ କରିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri