ପଟାଙ୍ଗି ବିଧାନସଭା ଆସନରୁ ପ୍ରାର୍ଥୀ ହେଲେ ପ୍ରଫୁଲ୍ଲ

କୋରାପୁଟ,୩ା୪(ଅମିତାଭ ବେହେରା): ରାଜ୍ୟ ବିଜେଡି ପକ୍ଷରୁ ବୁଧବାର ଦ୍ୱିତୀୟ ପଯର୍ର୍‌ୟାୟରେ ୨୭ଟି ବିଧାନସଭା ଓ ୫ଟି ଲୋକ ସଭା ଆସନ ନିମନ୍ତେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ସେଥିମଧ୍ୟରେ ରହିଛନ୍ତି ଜିଲାର ପଟ୍ଟାଙ୍ଗି ବିଧାନସଭା ମଣ୍ଡଳୀ ଆସନ ନିମନ୍ତେ ପୂର୍ବତନ ବିଧାୟକ ପ୍ରଫୁଲ କୁମାର ପାଙ୍ଗିଙ୍କୁ ଦଳୀୟ ଟିକେଟ୍‌ ପ୍ରଦାନ କରାଯାଇଥିବା ଜଣାଯାଇଛି। ଏଥିନେଇ ବିଜେଡି ଶିବିରରେ ଆନନ୍ଦ ଖେଳିଯାଇଛି। ପୂର୍ବରୁ ୨୦୧୪ ବିଧାନସଭା ନିର୍ବାଚନରେ ପ୍ରଫୁଲ ପାଙ୍ଗି ପଟ୍ଟାଙ୍ଗି ବିଧାନସଭା ଆସନରେ ୪୨୫୫ ଭୋଟ୍‌ରେ କଂଗ୍ରେସର ରାମଚନ୍ଦ୍ର କାଡାମଙ୍କୁ ହରାଇ ବିଜୟୀ ହୋଇ ବିଧାୟକ ହୋଇଥିଲେ। ଚଳିତ ୨୦୨୪ ନିର୍ବାଚନରେ ପାଙ୍ଗିଙ୍କ ଉପରେ ଆସ୍ଥା ରଖି ବିଜେଡି ପକ୍ଷରୁ ଟିକେଟ ପ୍ରଦାନ କରାଯାଇଥିବାରୁ ସେ ବିଜେଡି ସୁପ୍ରିମୋଙ୍କୁ କୃତଜ୍ଞତା ଦେବା ସହ ପଟ୍ଟାଙ୍ଗି ବିଧାନସଭାବାସୀ ସହ ମୁଁ ସବୁବେଳେ ରହି ଅଞ୍ଚଳର ବିକାଶ କାର୍ଯ୍ୟ ଜାରି ରଖିଛି। ତେଣୁ ଆସନ୍ତା ନିର୍ବାଚନରେ ନିଶ୍ଚିତ ଭାବେ ଲୋକଙ୍କଠାରୁ ବିପୁଳ ସମର୍ଥନ ପାଇବି ବୋଲି ସେ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ୧୦ଲକ୍ଷ ହେନ୍ତାଳ ବୃକ୍ଷ ଲଗାଇବାକୁ ପ୍ରୟାସ, ଓପ୍ସାକୁ ୧ ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କଲେ ଧରିତ୍ରୀ ସିଇ

କାକଟପୁର/ଅସ୍ତରଙ୍ଗ,୧୯ା୪(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ)-ପୁରୀ ଜିଲା ଅସ୍ତରଙ୍ଗ ଭଉଁରିଆ ସେତୁ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଓଡ଼ିଶା ପର୍ଯ୍ୟାବରଣ ସଙ୍ଗଠନ, ଅସ୍ତରଙ୍ଗ ସବୁଜ ଶାଖା ଓ ‘ଧରିତ୍ରୀ’ ପକ୍ଷରୁ...

ଟିମ୍‌ ଇଣ୍ଡିଆରୁ ବହିଷ୍କୃତ କରିଥିଲା BCCI, ଏବେ IPLରେ ନାୟାରଙ୍କୁ ମିଳିଲା ବଡ଼ ଦାୟିତ୍ୱ

କୋଲ୍‌କାତା,୧୯ା୪: ନିକଟରେ ଭାରତୀୟ ଦଳର ଆସିଷ୍ଟାଣ୍ଟ କୋଚ୍‌ ପଦରୁ ବହିଷ୍କୃତ ହୋଇଥିବା ଅଭିଷେକ ନାୟାରଙ୍କୁ ନୂଆ ନିଯୁକ୍ତି ମିଳିଛି। ସେ ପୁଣି ଥରେ ଆଇପିଏଲ୍‌କୁ ଫେରିଛନ୍ତି।...

ହିରୋ ସାଜିଲେ ବଟଲର୍‌-ପ୍ରସିଦ୍ଧ; ଆଇପିଏଲ୍‌ ଟେବୁଲ ଶୀର୍ଷରେ ପହଞ୍ଚିଲା ଗୁଜରାଟ

ଅହମଦାବାଦ,୧୯ା୪: ଆଇପିଏଲ୍‌ ୨୦୨୫ରେ ଶନିବାର ଖେଳାଯାଇଥିବା ମୁକାବିଲାରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)କୁ ପରାସ୍ତ କରିଛି। ଦିଲ୍ଲୀ ପକ୍ଷରୁ ଧାର୍ଯ୍ୟ ୨୦୪ ରନ୍‌ର...

OISF ହେବ ଆଉ ଏକ ବାଟାଲିଅନ, ୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର, ୧୯ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’(ଓଆଇଏସ୍‌ଏଫ୍‌)ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

‘କାହାଣୀ କାନ୍ଦୁଛି ଆଖି ଲୁଚେଇ ‘ ନାଟକ ମଞ୍ଚସ୍ଥ 

ଦିଗପହଣ୍ଡି,୧୯। ୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ଚୌଧୁରୀ ଟିକରପଡା ଗ୍ରାମରେ ଶ୍ରୀ ହନୁମାନ ଜୟନ୍ତୀ ଉତ୍ସବ ଉଦଯାପନୀ ଉପଲକ୍ଷେ ଶୁକ୍ରବାର ରାତିରେ ଶ୍ରେଷ୍ଠ ସାମାଜିକ...

ଦିଗପହଣ୍ଡିରେ ଭାଜପାର ସକ୍ରୀୟ ସଦସ୍ୟ ସମ୍ମିଳନୀ, ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟସ୍ଥ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପରେ ଶନିବାର ଭାଜପା ପକ୍ଷରୁ ଦିଗପହଣ୍ଡି ନିର୍ବାଚନମଣ୍ଡଳୀ...

ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ସକ୍ରିୟ ସଦସ୍ୟ ସମ୍ମିଳନୀ, ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୧୯ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ଭାଜପା ସକ୍ରିୟ ସଦସ୍ୟଙ୍କ ସମ୍ମିଳନୀ ଶନିବାର ଅପରାହ୍ନ ୨ଟାରେ ତୁରୁମୁଙ୍ଗା କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ...

ଚାଲାଣ ପାଇଁ ରଖାଯାଇଥିଲା କୋଟିଏ ଟଙ୍କାର ଗଞ୍ଜେଇ, ଚଢ଼ାଉ କରି ୨ଜଣଙ୍କୁ ବାନ୍ଧିଲା ଅଡବା ପୋଲିସ

ମୋହନା,୧୯ା୪(ମନ୍ମଥ ମିଶ୍ର)- ଗଜପତି ଜିଲା ଅଡବା ଥାନା ପୋଲିସ ଚାଲାଣ ପୂର୍ବରୁ ଚଢାଉ କରି ପ୍ରାୟ କୋଟିଏ ଟଙ୍କା (୧୦ କୁଇଣ୍ଟାଲରୁ ଊଦ୍ଧର୍‌ବ)ର ଗଞ୍ଜେଇ ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri