Posted inଜାତୀୟ

କଂଗ୍ରେସ ଦେଶଭକ୍ତଙ୍କ ସହ କରୁଛି ଦୁର୍ବ୍ୟବହାର: ସାଧ୍ୱୀ ପ୍ରଜ୍ଞା

ଭୋପାଳ,୧୩ ।୧: କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ଗାନ୍ଧୀଜୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ପ୍ରଥମେ ଆତଙ୍କବାଦୀ ବୋଲି କହିଥିଲେ । ଦିଗବିଜୟଙ୍କ ଏହି ବୟାନକୁ ନେଇ ରାଜନୀତି ହୋଇଥିଲା ସରଗରମ । ଭୋପାଳର ଭାରତୀୟ ଜନତା ପାର୍ଟି(ଭଜପା) ଏମ୍‌ପି ସାଧ୍ୱୀ ପ୍ରଜ୍ଞା ସିଂ ଠାକୁର ଏହାକୁ ନେଇ ପାଲଟା ଆକ୍ରମଣ କରିଛନ୍ତି । ସେ କହିଛନ୍ତି କଂଗ୍ରେସ ସବୁବେଳେ ଦେଶଭକ୍ତଙ୍କ ସହ ଦୁର୍ବ୍ୟବହାର କରି ଆସୁଛି । ସୂଚନାଯୋଗ୍ୟ, ଗ୍ୱାଲିୟର ଜିଲା ପ୍ରଶାସନ ଦଖଲ ଦେବା ପରେ ହିନ୍ଦୁ ମହାସଭା ଗ୍ୱାଲିୟରରେ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କ ଜ୍ଞାନ ଶାଳାକୁ ମଙ୍ଗବାର ବନ୍ଦ କରି ଦେଇଛି । ୨ ଦିନ ପୂର୍ବରୁ ଏହା ଆରମ୍ଭ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ ଭାଜପା ନେତାଙ୍କୁ ଶାହଙ୍କ ମନ୍ତ୍ରଣା

ନୂଆଦିଲ୍ଲୀ,୨୪ା୭(ପି.ଟି.): କୁମାରସ୍ବାମୀ ସରକାର ଆସ୍ଥାଭୋଟରେ ପରାଜିତ ହେବା ପରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ କର୍ନାଟକର ଦଳୀୟ ନେତାଙ୍କୁ ମନ୍ତ୍ରଣା ଦେଇଛନ୍ତି। କଂଗ୍ରେସ-ଜେଡିଏସ୍‌ ମେଣ୍ଟ...

ବିଦେଶକୁ ରପ୍ତାନି ହେବ ‘ଆକାଶ’

ନୂଆଦିଲ୍ଲୀ, ୩୧।୧୨(ଆଇଏଏନ୍‌ଏସ୍‌): ଭାରତର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆକାଶ ମିସାଇଲ୍‌ ସିଷ୍ଟମ୍‌ ବିଦେଶକୁ ରପ୍ତାନି ହେବ। ବୁଧବାର କେନ୍ଦ୍ର କ୍ୟାବିନେଟ ଏହି ପ୍ରସ୍ତାବକୁ ଅନୁମୋଦନ କରିଥିବା...

ଆପରାଧିକ ମାମଲାରେ ସମ୍ପୃକ୍ତି ଅଭିଯୋଗରେ ପିଏଫ୍‌ଆଇର ୨୫ ସଦସ୍ୟ ଗିରଫ

ଲକ୍ଷ୍ନୌ,୧।୧: ଉତ୍ତରପ୍ରଦେଶ ପୋଲିସ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ(ପିଏଫ୍‌ଆଇ)ର ୨୫ ଜଣ ସଦସ୍ୟଙ୍କୁ ଗିରଫ କରିଛି। ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରୁ ଏମାନଙ୍କୁ ଗିରଫ କରାଯାଇଥିବା...

ଦିନକୁ ୮ ଘଣ୍ଟା ପରିଶ୍ରମ କରୁଛନ୍ତି ୯୧ ବର୍ଷୀୟ କୃଷକ

କଲାବୁରାଗି,୨୪।୧୦: କର୍ନାଟକ କଲାବୁରାଗିର ୯୧ ବର୍ଷୀୟ କୃଷକ ବଶଭାନପ୍ପା ପାଟିଲ ଦିନକୁ ୮ ଘଣ୍ଟା ତାଙ୍କ ଫାର୍ମରେ ପରିଶ୍ରମ କରୁଥିବା କୁହନ୍ତି। ଆଉ ଆଜିବି ସେ...

ବାଲ ଠାକରେଙ୍କୁ ମନେପକାଇଲେ ଫଡନବିସ

ମୁମ୍ବାଇ,୨୩।୧: ଶିବସେନାର ପ୍ରତିଷ୍ଠାତା ବାଲ ଠାକରେଙ୍କ ୯୪ତମ ଜନ୍ମ ଜୟନ୍ତିରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଟୁଟଇ୍‌ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।...

ଜଳ ଯୁଦ୍ଧ ପାଇଁ ଷଡ଼ଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୨୪।୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଥମିବାର ନା ଧରୁନି। ଏଠାରେ ଜାଣିଶୁଣି ଚାଇନା ସୀମା ବିବାଦକୁ ଅଧିକ ସଙ୍କଟ ଜନକ...

ବିଧାନ ପରିଷଦକୁ ଉଦ୍ଧବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ମୁମ୍ବାଇ,୧୫।୫(ପି.ଟି.): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଓ ଅନ୍ୟ ୮ ଜଣ ରାଜ୍ୟ ବିଧାନ ପରିଷଦକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚିତ ହୋଇଥିବା ଅନ୍ୟମାନେ ହେଲେ...

ଲକ୍ଷେ ୭୫ ହଜାର ଗରିବଙ୍କ ଗୃହ ପ୍ରବେଶ

ନୂଆଦିଲ୍ଲୀ, ୧୨।୯: ପ୍ରଧାନମନ୍ତ୍ରୀ ବାସଗୃହ ଯୋଜନା ଅନ୍ତର୍ଗତ ମଧ୍ୟପ୍ରଦେଶରେ ଲକ୍ଷେ ୭୫ ହଜାର ଗରିବଙ୍କୁ ରହିବା ପାଇଁ ଘର ଯୋଗାଇ ଦିଆଯାଇଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

Play 250+ Trending Games
Archives

Model This Week

Why Dharitri