Posted inଜାତୀୟ

ପ୍ରଜ୍ଞାଙ୍କ ବିବାଦୀୟ ବୟାନ

ଭୋପାଳ,୨୬ ।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ଏମପି ପ୍ରଜ୍ଞା ସିଂ ଠାକୁର ପୁଣିଥରେ ବିବାଦ ଘେରକୁ ଚାଲିଆସିଛନ୍ତି । ହିନ୍ଦୁ କର୍ମୀଙ୍କ ହତ୍ୟା ଉପରେ କଥା ହେଉଥିବା ସମୟରେ ସେ କହିଛନ୍ତି ହିନ୍ଦୁଙ୍କ ଉପରେ ଓ ସେମାନଙ୍କ ଗରିମା ଉପରେ ଆକ୍ରମଣ କରୁଥିବା ଲୋକଙ୍କୁ ଜବାବ ଦେବାର ଅଧିକାର ରହିଛି । ମଧ୍ୟ ପ୍ରଦେଶରେ ଭୋପାଳ ସଂସଦୀୟ ଅଞ୍ଚଳରେ ପ୍ରତିନିଧିତ୍ୱ କରୁଥିବା ଏମପି ହିନ୍ଦୁ ସମ୍ଫ୍ରଦାୟ ଅତିକମରେ ଘରେ ଛୁରି ରଖିବାର ଉପଦେଶ ଦେଇଛନ୍ତି । ସମସ୍ତଙ୍କୁ ନିଜର ରକ୍ଷା କରିବାର ଅଧିକାର ରହିଛି ।
ପ୍ରଜ୍ଞା ଠାକୁର ଏହି କଥା ‘ହିନ୍ଦୁ ନାରାୟଣ ବେଦିକା’ର ଦକ୍ଷିଣାଞ୍ଚଳ ବାର୍ଷିକ ସମାରୋହରେ କହିଛନ୍ତି । ସେ କହିଛନ୍ତି, ସେମାନଙ୍କ ନିକଟରେ ଲଭ ଜିହାଦର ଜିହାଦ ପରମ୍ପରା ରହିଛି, ଯଦି କିଛି କରୁ ନାହାନ୍ତି ତେବେ ଲଭ ଜିହାଦ କରୁଛନ୍ତି, ଯଦି ବି ସେ ଭଲ ପାଉଛନ୍ତି ସେଥିରେ ବି ଜିହାଦ କରୁଛନ୍ତି । ଆମ (ହିନ୍ଦୁ) ବି ଭଲ ପାଉ, ଭଗବାନଙ୍କୁ ଭଲପାଉ, ଜଣେ ସନ୍ୟାସୀ ତା’ର ଭଗବାନଙ୍କୁ ଭଲ ପାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri