Posted inଜାତୀୟ

‘ଶିବଶକ୍ତି ପଏଣ୍ଟ’ ଚାରିପାଖେ ଘୂରୁଛି ପ୍ରଜ୍ଞାନ ରୋଭର, ଇସ୍ରୋ ଜାରି କଲା ଭିଡିଓ

ନୂଆଦିଲ୍ଲୀ,୨୭।୮: ଚନ୍ଦ୍ରାବତରଣ କରିଛି ଚନ୍ଦ୍ରାୟନ ୩। ରୋଭର ପ୍ରଜ୍ଞାନ ସଠିକ ଭାବରେ କାମ କରୁଛି। ଏନେଇ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ) ଏକ ଭିଡିଓ ଜାରି କରିଛି। ଇସ୍ରୋ ଟ୍ବିଟ୍‌ କରି କହିଛି, ପ୍ରଜ୍ଞାନ ରୋଭର ଚନ୍ଦ୍ର ପୃଷ୍ଠରେ ‘ଶିବ ଶକ୍ତି ପଏଣ୍ଟ’ରେ ବୁଲୁଛି।

ଇସ୍ରୋ କହିଛି ଯେ, ପ୍ରୋପଲିସନ ମଡ୍ୟୁଲ, ଲ୍ୟାଣ୍ଡର ଏବଂ ରୋଭର ଠିକ୍‌ କାମ କରୁଛି। ଚନ୍ଦ୍ରର ଅବତରଣ ସ୍ଥାନ ଚାରିପାଖରେ ମାଟି ଏବଂ ପଥରଗୁଡିକର ମୌଳିକ ଗଠନ ବିଷୟରେ ଅନୁସନ୍ଧାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri