ପ୍ରହଲ୍ଲାଦ ନାଟକ ଗୁରୁ ପଦ୍ମଶ୍ରୀ ସିମାଞ୍ଚଳଙ୍କୁ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା     

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ନାଟକ  ‘ପ୍ରହଲ୍ଲାଦ’ର ଦୈତ୍ୟରାଜ ହିରଣ୍ୟକଶିପୁ ରାଜା ଭୂମିକାରେ ପ୍ରାୟ ୪୦ ବର୍ଷରୁ ଉର୍ଦ୍ଧ୍ବ ହେଲା ନିରବଚ୍ଛିନ୍ନ ଭାବେ ଅଭିନୟ କରିଥିବା  ସିମାଞ୍ଚଳ ପାତ୍ରଙ୍କୁ କେନ୍ଦ୍ର ସରକାର ପଦ୍ମଶ୍ରୀ ପୁରସ୍କାର ପ୍ରଦାନ ପାଇଁ ଘୋଷଣା କରିଛନ୍ତି। ଏହା ପରେ ଯାଦବ କୁଳରେ ଜନ୍ମିତ ସିମାଞ୍ଚଳଙ୍କୁ ଗୁରୁବାର ଗଞ୍ଜାମ ଜିଲା ଖେମୁଣ୍ଡିି ତାଲୁକା ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ଯାଦବ ସମାଜ ସଭାପତି ଏ. ଜଗନ୍ନାଥ ପାତ୍ର, ସମ୍ପାଦକ ବାବାଜୀ କନ୍ୟାରି , ଉପଦେଷ୍ଟା ଏ. ବୁଦ୍ଧିଆ ପାତ୍ର,କାର୍ଯ୍ୟକର୍ତ୍ତା ଦଣ୍ଡପାଣି ପାତ୍ର,କାମରାଜୁ ପାତ୍ର ପ୍ରମୁଖ ବମୋକେଇ ଗ୍ରାମ ସ୍ଥିତ ତାଙ୍କ ବାସଭବନରେ ପହଞ୍ଚି ମାଲ୍ୟାର୍ପଣ ପରେ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନକଲି ପୋଲିସକୁ ଧରିଲା ଅସଲି ପୋଲିସ: ଓଡ଼ିଶା ପୋଲିସ ଲେଖାଥିବା ଡ୍ରେସ୍ ପିନ୍ଧି…

ଅତାବିରା,୧୬ା୩(ଯୁଧିଷ୍ଠିର ମହାପାତ୍ର):ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁଥିବା ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି। ଗିରଫ ନକଲି…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟ ସେବା: ଥୁଆମୂଳ ରାମପୁର CHCରେ ଅବ୍ୟବସ୍ଥାର ଚିତ୍ର

ଥୁଆମୂଳ ରାମପୁର, ୧୬।୩:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତ୍ୟନ୍ତ ଦୁର୍ଗମ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (CHC) ଏବେ ଅବ୍ୟବସ୍ଥାର ବଳୟରେ। ମେଡିକାଲ ସମ୍ମୁଖର ସୂଚନା…

ଅଲିଭ ରିଡଲେଙ୍କ ଅଣ୍ଡାଦାନ ପର୍ବ ଆରମ୍ଭ: ୧୦ ହଜାର କଇଁଛଙ୍କ ଗଣ ଅଣ୍ଡାଦାନ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଚଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ଅଲିଭ…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

SCBରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ମୃତ, ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା…

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲା ଯୋଗାଣ ବିଭାଗ, ଗୋଟିଏ ଘରୁ ଜବତ ହେଲା ୨୧ ଗ୍ୟାସ ସିଲିଣ୍ଡର

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରନ୍ଧନ ଗ୍ୟାସର କଳାବଜାର ଚାଲିଥିବା ଅଭିଯୋଗ ହୋଇଛି। ତେବେ ଏଭଳି କଳାବଜାର ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଆଦିତ୍ୟ ଗୋୟଲ…

କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ

ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨…

ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ; ଦେଶୀରନ୍ଧା ମଦ- ମହୁଲ ଫୁଲ ଜବତ, ୩ ଗିରଫ

ବଞ୍ଚୋ,୧୫ା୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧିକ୍ଷକଙ୍କ ତତ୍ତ୍ବାବଧନରେ ଆନନ୍ଦପୁର ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ କରାଯାଇଛି । ଅବକାରୀ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri