ପ୍ରଶଂସା ଅନ୍ତରାଳେ

କରୀନା ଏବେ ଆମୀରଙ୍କ ପ୍ରଶଂସାରେ ଶତମୁଖ। କଥା କ’ଣ କି ଦୁହେଁ ଏବେ ନିର୍ମାଣାଧୀନ ହିନ୍ଦୀ ସିନେମା ‘ଲାଲ୍‌ ସିଂ ଚଢ଼ା’ରେ ଅଭିନୟ କରୁଛନ୍ତି। ତେବେ ଏହି ଫିଲ୍ମରେ ନିଜ ଭୂମିକାକୁ ନେଇ ବେଶ୍‌ ଆଶାବାଦୀ ଅଛନ୍ତି କରୀନା। ବର୍ତ୍ତମାନ ସେ ଯୁଆଡେ ଗଲେ ତାଙ୍କ ମୁହଁରୁ ଆମୀରଙ୍କ ପ୍ରଶଂସା ଶୁଣିବାକୁ ମିଳୁଛି। ଏ ନେଇ କରୀନା କହନ୍ତି, ”ଆମୀର ଜଣେ ନିଆରା ଅଭିନେତା। ତାଙ୍କ ଅଭିନୟ ମୋତେ ବେଶ୍‌ ପ୍ରଭାବିତ କରିଛି। ଭୂମିକାଟି ଯେପରି ହେଉ ନା କାହିଁକି ତାହାକୁ ତୁଲାଇବାକୁ ସେ ବେଶ୍‌ ସିଦ୍ଧହସ୍ତ। ‘ଲାଲ୍‌ ସିଂ ଚଢ଼ା’ରେ ଆମୀରଙ୍କ ରୋଲ୍‌ ଦର୍ଶକଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ହେବ। ଶୁଟିଂ ସମୟରେ ସେ ବେଶ୍‌ କୋଅପରେଟିଭ। ସତ କଥା କହିବାକୁ ଗଲେ ଆକ୍ଟିଂ ବିଷୟରେ ଅନେକ ନୂଆ କଥା ମୁଁ ତାଙ୍କ ନିକଟରୁ ଶିଖିଛି। ଏହି ଫିଲ୍ମରେ ମୋତେ ଯେଉଁ ଭୂମିକା ମିଳିଛି ତାହାକୁ ନେଇ ବେଶ୍‌ ଆଶା ରହିଛି। ବାକି ସବୁ ଦର୍ଶକଙ୍କ ଉପରେ ନିର୍ଭର କରେ।“ ତେବେ କରୀନାଙ୍କର ଏହି ଆଶା କେତେ ପୂରଣ ହେଉଛି ତାହା ଫିଲ୍ମଟି ରିଲିଜ ହେଲେ ହିଁ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଓସ୍କାର ମଞ୍ଚରେ ଝଗଡା: ସ୍ତ୍ରୀଙ୍କୁ କମେଣ୍ଟ କରିବାରୁ ଉପସ୍ଥାପକଙ୍କୁ ମୁଥ ମାରିଲେ ପ୍ରସିଦ୍ଧ ଅଭିନେତା

କାଲିଫର୍ନିଆ,୨୮।୩: ୨୦୨୨ ଓସ୍କାର ପୁରସ୍କାର ବିତରଣ ମଞ୍ଚରେ ଏକ ରୋଚକ ଘଟଣା ଘଟିଥିଲା। ପ୍ରସିଦ୍ଧ ଅଭିନେତା ୱିଲ ସ୍ମିଥ ଉପସ୍ଥାପକ କ୍ରିସ ରକ୍‌ଙ୍କୁ ମୁଥ ମାରିଥିଲେ।...

ଓ୍ବାଟର ବେବି କାଜଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ ନିକଟରେ ବ୍ୟବସାୟୀ ଗୌତମ କିଚଲୁଙ୍କୁ ବିବାହ କରିଛନ୍ତି। ଏବେ ଏବେ  କାଜଲ ସ୍ବାମୀ ଗୌତମଙ୍କ ସହ ମାଳଦ୍ୱୀପରେ ହନିମୁନ୍‌...

ବିବାହିତ ମହେଶ ଭୂପତିଙ୍କୁ ଭଲପାଇ ବସିଥିଲେ ଏହି ବିଶ୍ୱ ସୁନ୍ଦରୀ, ପରେ ଘଟିଥିଲା…

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଲାରା ଦତ୍ତାଙ୍କ ଆଜି ହାପି ବର୍ଥ ଡେ’। ୧୯୭୮ ମସିହା ଏପ୍ରିଲ ୧୬ରେ ଉତ୍ତରପ୍ରଦେଶର ଗାଜିଆବାଦରେ ଜନ୍ମ ଗ୍ରହଣ କରିଥିଲେ ଏହି...

୨୫ରେ ହେବ ଜ୍ୟାକଲିନ୍‌ଙ୍କ ଆବେଦନର ଶୁଣାଣି

ନୂଆଦିଲ୍ଲୀ,୧୬।୧: ମନି ଲଣ୍ଡରିଂ ମାମଲାରେ ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ନାଡିଜ୍‌ ସୋମବାର ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟରେ ହାଜର ହୋଇଥିଲେ। ସୁକେଶ ଚନ୍ଦ୍ରଶେଖର ଏବଂ ଅନ୍ୟମାନଙ୍କ...

ମା’ଙ୍କ ସହ ଡ୍ୟାନ୍ସ କଲେ ସଲମାନ

ବଲିଉଡର ଭାଇଜାନ ସଲମାନ ଖାନ୍‌ ଫିଲ୍ମ ‘ଭାରତ’ର ସଫଳତା ପରେ ଆଜିକାଲି ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ପ୍ରତିଦିନ କିଛି ଫଟୋ ହେଉ କିମ୍ବା...

ଅଭିନେତା ଚିରଞ୍ଜୀବୀ ସାରଜାଙ୍କ ପରଲୋକ

କନ୍ନଡ ଅଭିନେତା ଚିରଞ୍ଜୀବୀ ସାରଜାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୯ ବର୍ଷ ବୟସ ହୋଇଥିଲା। ହୃତରୋଗରେ ତାଙ୍କ ମୃତ୍ୟୁ ଘଟିଥିବା ସୂଚନା...

କଙ୍ଗନାଙ୍କ ବିବାହ ପାଇଁ ବୁକିଂ ସରିଛି ମଣ୍ଡପ: ଅଶ୍ୱିନୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରନାଓ୍ବତ ଖୁବ୍‌ଶୀଘ୍ର ବକ୍ସ ଅଫିସ୍‌ରେ ପଙ୍ଗା ନେବାକୁ ଯାଉଛନ୍ତି। ସୋମବାର ମୁମ୍ବାଇରେ ତାଙ୍କର ଅପ୍‌ କମିଂ ଫିଲ୍ମ ‘ଫଙ୍ଗା’ର ଟ୍ରେଲର...

ଭ୍ୟାକେଶନରେ ପିସି

ମୁମ୍ବାଇ: ପାୱାର କପୁଲ ପ୍ରିୟଙ୍କା ଚୋପ୍ରା ଓ ନିକ ଜୋନାସ ନିଜ ବିଜି ସିଡ୍ୟୁଲରୁ ସମୟ ବାହାର କରି ନିଜ ଝିଅ ସହ ଟାଇମ ସ୍ପେଣ୍ଡ...

Advertisement
Archives

Model This Week