ଶୃଙ୍ଖଳାର ପରକାଷ୍ଠା ଦେଖାଇଛନ୍ତି ପୁରୀବାସୀ: ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୨।୭: କୋଭିଡ୍‌ କଟକଣା ମଧ୍ୟରେ ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଶାନ୍ତିସୃଙ୍ଖଳାର ସହ ସୋମବାର ଶେଷ ହୋଇଛି । ଶ୍ରୀଜିଉଙ୍କ ୩ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେବାୟତ, ପୁରୀ ଜିଲା ପ୍ରଶାସନ ଓ ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ହେଲେ କୋଭିଡ କଟକଣାରେ ପୁରୀବାସୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଯେପରି ଶୃଙ୍ଖଳାର ପରକାଷ୍ଠା ଦେଖାଇଛନ୍ତି ତାହା ନିଶ୍ଚୟ ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟକ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri